ଭୁବନେଶ୍ବର : ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ଦିନ ୧୧ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ କ୍ୟାବିନେଟ ବୈଠକ। ଏହି ବୈଠକରେ ଉପସ୍ଥିତ ରହିବେ ମନ୍ତ୍ରୀ ପରିଷଦର ସଦସ୍ୟ ଓ ବିଭାଗୀୟ ସଚିବ । ୭ରୁ ଉର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଏହି ବୈଠକରେ ମୋହର ବାଜିପାରେ।
© 2024 Sanchar News