Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆଜି ଲୋକସଭାରେ ଆଗତ ହେବ ଏକକ ନିର୍ବାଚନ ବିଲ

Sanchar Live by Sanchar Live
December 17, 2024
in Uncategorized
0
ଆସନ୍ତାକାଲି ସଂସଦରେ ଆଗତ ହେବ ଗୋଟିଏ ଦେଶ ଗୋଟିଏ ଇଲେକସନ୍ ବିଲ
0
SHARES
5
VIEWS
FacebookTwitter

ନୂଆଦିଲ୍ଲୀ : ଆଜି ଲକସଭାରେ  ଆଗତ ହେବ  ୱାନ ନେସନ ୱାନ ଇଲେକ୍ସନ ବିଲ ।  ଆଇନ ମନ୍ତ୍ରୀ  ଅର୍ଜୁନ ମେଘୱାଲ  ମଧ୍ୟାହ୍ଣ ପ୍ରାୟ  ୧୨ଟା ସମୟରେ  ଏହି ବିଲ ଉପସ୍ଥାପନା କରିବେ ।  ସେପଟେ ସରକାରଙ୍କ ଏହି ବିଲକୁ  ଏନଡିଏ ସମର୍ଥନ  କରିଥିବା ବେଳେ  ଏହାକୁ ବିରଧ କରିବାକୁ   ବିରୋଧିମାନେ ରଣନୀତି ପ୍ରସ୍ତୁତ କରିଛନ୍ତି । କିଛି ଦିନ ତଳେ ୱାନ  ନେସନ ୱାନ ଇଲେକ୍‌ସନ ବିଲକୁ  ମଞ୍ଜୁରୀ  ପ୍ରଦାନ କରିଛି କେନ୍ଦ୍ର କ୍ୟାବିନେଟ ।  ୨୦୨୪  ଲକସଭା ନିର୍ବାଚନରେ   ବିଜେପି ଇସ୍ତାହାରରେ  ଏହାକୁ ସାମିଲ କରିଥିଲେ ।

ୱାନ ନେସନ ,  ୱାନ ଇଲେକ୍ସନକୁ ନେଇ  ପୂର୍ୱତମ ରାଷ୍ଟ୍ରପତି   ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ  ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି  କେନ୍ଦ୍ର ସରକାର ।  କମିଟିର ରିପୋର୍ଟକୁ  କ୍ୟାବିନଟେ ମଂଜୁରୀ ମଧ୍ୟ ମିଳିଛି । ତେବେ ଏକକ ନିର୍ବାତନ ଢାଞ୍ଝା କାର‌୍ୟ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ ରହିଛି। କେନ୍ଦ୍ର ସରକାରଙ୍କ ନେତୃତ୍ବାଧୀନ କେନ୍ଦ୍ର କ୍ୟାବିନେଟ୍ ଗତ ସପ୍ତାହରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ କରିବାକୁ ନିଷ୍ପତ୍ତି ନେଇଥିଲେ ହେଁ ସ୍ଥାନୀୟ ନିର୍ବାଚନ କିପରି ହେବ ସେ ନେଇ ଏପର‌୍ୟ୍ୟନ୍ତ  କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମ୍ପ୍ରତି ଦେଶରେ ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଏହି ବିଲ୍ ପାରିତ ହେଲେ ଗୋଟିଏ ସମୟରେ ନିର୍ବାଚନ ହେବ । ତେବେ କେନ୍ଦ୍ର ସରକାରଙ୍କ ଏ ନିଷ୍ପତିକୁ ବିରୋଧୀ ଦଳଭାବେ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟୀ ବିରୋଧ କରି ଆସୁଛନ୍ତି ।

ShareTweetShareSend
Sanchar Live

Sanchar Live

Next Post
ମଙ୍ଗଳବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମଙ୍ଗଳବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.