Tuesday, February 10, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜିର ପେଟ୍ରୋଲ- ଡିଜେଲ ଦାମ

Sanchar Live by Sanchar Live
February 10, 2026
in ଓଡିଶା
0
ଜାଣନ୍ତୁ ଆଜିର ପେଟ୍ରୋଲ- ଡିଜେଲ ଦାମ
0
SHARES
26
VIEWS
FacebookTwitter

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୫ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୪ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Tags: petrol dieselprice
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାଣନ୍ତୁ ଆଜିର ପେଟ୍ରୋଲ- ଡିଜେଲ ଦାମ
  • ଫେବୃଆରୀ ୧୨ ତାରିଖରେ ଭାରତ ବନ୍ଦ ଡାକରା
  • ଘରୁ ବାହାରିବା ପୂର୍ବରୁ ପଢ଼ି ନିଅନ୍ତୁ ଆଜିର ରାଶିଫଳ
  • ପାକିସ୍ତାନର ଦାବିକୁ ମାନିଲାନି ICC, ଭାରତ ବିପକ୍ଷରେ ଖେଳିବ ମ୍ୟାଚ
  • ଏ ପ୍ଲସ’ରୁ ହଟିଲେ ରୋହିତ ଓ ବିରାଟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.