Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଏବଂ ଡିଜେଲ ଦର

Sanchar Live by Sanchar Live
October 26, 2024
in ଓଡିଶା
0
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଏବଂ ଡିଜେଲ ଦର
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ ରହିଛି ଅପରିବର୍ତ୍ତିତ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୪ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

Tags: diesel priceindiapetrol
ShareTweetShareSend
Sanchar Live

Sanchar Live

Next Post
ଆସିଲା ବାତ୍ୟାଜନିତ କୃଷି କ୍ଷୟକ୍ଷତିର ରିପୋର୍ଟ

ଆସିଲା ବାତ୍ୟାଜନିତ କୃଷି କ୍ଷୟକ୍ଷତିର ରିପୋର୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.