Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

କାଲି ମ୍ୟାଚ୍, ଆଜି ବାରବାଟୀରେ ଅଭ୍ୟାସ

Sanchar Live by Sanchar Live
December 8, 2025
in କ୍ରୀଡ଼ା
0
କାଲି ମ୍ୟାଚ୍, ଆଜି ବାରବାଟୀରେ ଅଭ୍ୟାସ
0
SHARES
27
VIEWS
FacebookTwitter

ସଂଚାର ବ୍ୟୁରୋ: ଟି-20 ଟକ୍କର ପୂର୍ବରୁ ଆଜି ବାରବାଟୀରେ ନେଟ୍ ପ୍ରକ୍ଟିସ୍ । ଆଜି ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ନେଟ୍ ପ୍ରାକ୍ଟିସ କରିବେ । ୩ ଘଣ୍ଟା ଅଭ୍ୟାସ କରିବ ଟିମ୍ ଇଣ୍ଡିଆ । ଅପରାହ୍ନ ୧ଟା୩୦ରୁ ୪ଟା୩୦ ଯାଏ ଅଭ୍ୟାସ କରିବ ଟିମ୍ ଇଣ୍ଡିଆ । ସେହିପରି ଦକ୍ଷିଣ ଆଫ୍ରିକା ଟିମ ସନ୍ଧ୍ୟା ସାଢ଼େ ୫ଟାରୁ ରାତି ୮ଟା ୩୦ ଯାଏ ଅଭ୍ୟାସ କରିବ । ଅଭ୍ୟାସ ମ୍ୟାଚ ଦେଖିବାକୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ବାରବାଟୀ ଷ୍ଟାଡିୟମ । ଗ୍ୟାଲେରୀ ନମ୍ବର ୬ ଓ ୭ରେ ଦର୍ଶକ ମାନେ ଅଭ୍ୟାସ ଦେଖି ପାରିବେ ।

ଗତକାଲି ଦୁଇ ଦଳ ଖେଳାଳି ଭୁବନେଶ୍ବରରେ ପହଞ୍ଚି ସାରିଛନ୍ତି । ରାତିରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଓ ଆଉ ୫ ସାଥୀ ଖେଳାଳି ଭୁବନେଶ୍ୱରରେ ପହଞ୍ଚିଥିଲେ । ଶୁବମନ୍ ଗିଲ୍, ଶିବମ ଦୁବେ, ଜିତେଶ ଶର୍ମା, ଅଭିଷେକ ଶର୍ମା ଓ ଅକ୍ଷର ପଟେଲ ପହଞ୍ଚିଥିଲେ । ଅପରାହ୍ନରେ ଟିମ୍ ଇଣ୍ଡିଆର କୋଚ୍, ସପୋର୍ଟ ଷ୍ଟାଫ୍ ଏବଂ କିଛି ଖେଳାଳି ଭୁବନେଶ୍ୱରରରେ ପହଞ୍ଚି ଥିଲେ । ହୋଟେଲ ମେଫେୟରରେ ଅଛନ୍ତି ଦୁଇ ଦଳର ସମସ୍ତ ଖେଳାଳି । କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ହୋଟେଲ ମେ ଫେୟାର । ଖେଳାଳିଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଅଭ୍ୟାସ ମ୍ୟାଚ ଦେଖିବାକୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ବାରବାଟୀ ଷ୍ଟାଡିୟମ । ଗ୍ୟାଲେରୀ ନମ୍ବର ୬ ଓ ୭ରେ ଦର୍ଶକ ମାନେ ଅଭ୍ୟାସ ଦେଖି ପାରିବେ ।

Tags: Barabati stadiumcuttackpractice
ShareTweetShareSend
Sanchar Live

Sanchar Live

Next Post
ରାଜଗାଙ୍ଗପୁର ପୀଡ଼ିତାଙ୍କ ମୃତ୍ୟୁ

ରାଜଗାଙ୍ଗପୁର ପୀଡ଼ିତାଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.