Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବଡ଼ଦେଉଳରେ ରାଧାଷ୍ଟମୀ

Sanchar Live by Sanchar Live
September 11, 2024
in ଓଡିଶା
0
ଆଜି ବଡ଼ଦେଉଳରେ ରାଧାଷ୍ଟମୀ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବୁଧବାର ବଡ଼ଦେଉଳରେ ରାଧାଷ୍ଟମୀ । ଏହି ଅବସରରେ ଚଉଦୋଳରେ ଅଧିଷ୍ଠିତ ହୋଇ ଶ୍ରୀସୁଦର୍ଶନ ଦେବ ଶ୍ରୀମନ୍ଦିରରୁ ବାହାରିବେ । ପ୍ରଭୁ ଜମ୍ବେଶ୍ୱରଙ୍କ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ପକ୍ଷରୁ ଶ୍ରୀମନ୍ଦିରର ବାର୍ଷିକ ଆୟ-ବ୍ୟୟର ହିସାବ ନେବେ ଶ୍ରୀସୁଦର୍ଶନ । ଏଥସହ ଶ୍ରୀରାଧାଙ୍କ ଜନ୍ମୋତ୍ସବ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ ।

ସକାଳଧୂପ ଶେଷ ପରେ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁଙ୍କ ଆଜ୍ଞାମାଳ ଲାଗି କରାଯିବ । ସାତ ପାହାଚ ନିକଟରେ ଥିବା ସୁସଜ୍ଜିତ ପାଲିଙ୍କିରେ ଠାକୁରାଣୀ ବିଜେ ହେବେ । ସେଠାରୁ ଯାଇ ଲକ୍ଷ୍ମୀଙ୍କ ଜଗମୋହନରେ ଖଟ ଉପରେ ଦେବୀ ଉପବେଶନ କରିବେ । ମା’ଙ୍କ ମାଜଣା, ଶୀତଳ ଭୋଗ ଓ ବନ୍ଦାପନା ନୀତି ବଢିବ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ଉଠିବା ପରେ ମହାଲକ୍ଷ୍ମୀଙ୍କୁ ସିଂହାସନ ଉପରେ ବିଜେ କରାଯିବ । ଏହାପରେ ମଧ୍ୟାହ୍ନ ଧୂପ ଶେଷ ହୋଇ ଯଥାବିଧି ରାଧାଷ୍ଟମୀ ନୀତି ସମ୍ପନ୍ନ ହେବ ।

Tags: puriradhastami
ShareTweetShareSend
Sanchar Live

Sanchar Live

Next Post
ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା, ଜଣେ ମୃତ

ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା, ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.