Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି

Sanchar Live by Sanchar Live
April 22, 2025
in ଓଡିଶା
0
ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।…

Tags: jay jaganathpuriramabhisek nitisrimandir
ShareTweetShareSend
Sanchar Live

Sanchar Live

Next Post
ପୁଣି ଫେରିଲା ତାତି, କଲବଲ କରୁଛି ଝାଞ୍ଜି

ପୁଣି ଫେରିଲା ତାତି, କଲବଲ କରୁଛି ଝାଞ୍ଜି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.