Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

କାହା ପାଇଁ ଶୁଭ, କାହା ପାଇଁ ଅଶୁଭ, ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
August 7, 2024
in ଜୀବନ ଶୈଳୀ
0
କାହା ପାଇଁ ଶୁଭ, କାହା ପାଇଁ ଅଶୁଭ, ଜାଣନ୍ତୁ ଆଜିର ରାଶିଫଳ
0
SHARES
1
VIEWS
FacebookTwitter

ମେଷ: ଅଧୁରା ଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିପାରିବେ। ଅଫିସରେ ନୂଆ ଦାୟିତ୍ବ ପାଇବେ। ମନ ପସନ୍ଦ ଜାଗାକୁ ବଦଳିର ସୂଚନା ପାଇବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ‌

ବୃଷ: ପୂରା ଦିନ ଆପଣଙ୍କ ମନରେ ପ୍ରସନ୍ନତା ବଜାୟ ରହିବ। ନୂଆ କାରବାର ପାଇଁ ଭଲ ମଉକା ପାଇବେ। ଚାକିରିରେ କିଛି ପରିବର୍ତ୍ତନ ବା ବଦଳି ଯୋଗ ଅଛି। ସମ୍ବନ୍ଧରେ ମଧୁରତା ବଢ଼ିବ।

ମିଥୁନ: ଆପଣଙ୍କ ଜୀବନରେ ନୂଆ ମୁକାମ ହାସଲ ହେବ। ଅଧିକାରୀଙ୍କୁ ଆପଣଙ୍କ ମତ ପସନ୍ଦ ହେବ। ଜୀବନସାଥୀ ସହ ଧର୍ମାନୁଷ୍ଠାନକୁ ଯିବେ। ବିଦ୍ୟାର୍ଥୀଙ୍କର ପାଠପଢ଼ାରେ ମନ ଲାଗିବ।

କର୍କଟ: ବ୍ୟବସାୟରେ ସାହସର ସହିତ କାମ କରନ୍ତୁ ସଫଳତା ନିଶ୍ଚୟ ପାଇବେ। ଜୀବନସାଥୀଙ୍କୁ ନିଜର ଅଶାନ୍ତି ଜଣାନ୍ତୁ ମନକୁ ଶାନ୍ତି ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସୁଯୋଗ ମିଳିବ।

ସିଂହ: ଲେଖକଙ୍କ ବିଚାରର ସମ୍ମାନ ହେବ। ଘରର ବାତାବରଣ ଭଲ ରହିବ। ଅବିବାହିତଙ୍କର ଘରେ ବିବାହ ଚର୍ଚ୍ଚା ହେବ। ବିଦ୍ୟାର୍ଥୀ ନିଜର କ୍ୟାରିୟରକୁ ଆହୁରି ଭଲ କରିବା ପାଇଁ ଅଧିକ ପରିଶ୍ରମ କରିବେ।

କନ୍ୟା: ଭାବିଥିବା କାମ ପୂରା କରିବାରେ ସଫଳ ହେବେ। ପରିବାର ଲୋକଙ୍କ ସହିତ ତାଳମେଳ ବଢ଼ିବ। ଇସ୍ପାତ କାମ କରୁଥିବା ଲୋକଙ୍କ କାମର ଗତି ବଢ଼ିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ।

ତୁଳା: କାମ ସଂପୂର୍ଣ୍ଣ କରିବା ଲାଗି ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଯୁବକଙ୍କ ଲାଗି ସଫଳତାର ନୂଆ ରାସ୍ତା ଖୋଲିବ। ଜୀବନସାଥୀ ସହ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।

ବିଛା: ଆପଣଙ୍କ ମନ ଆନନ୍ଦିତ ରହିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ନିଜର ମନର କଥା ସାଙ୍ଗଙ୍କୁ କହିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। ଶିକ୍ଷାର୍ଥୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

ଧନୁ: ଲୋକମାନଙ୍କ ମଧ୍ୟରେ ଆପଣଙ୍କର ଲୋକ ପ୍ରିୟତା ବଢ଼ିବ। ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ଚାକିରି ବଦଳାଇବା ପାଇଁ ସ୍ଥିର କରିପାରନ୍ତି। ଜୀବନସାଥୀ ସହ ରାତ୍ରିଭୋଜନ ପାଇଁ ଯୋଜନା କରିବେ।

ମକର: ଆପଣ ଭାବିଚିନ୍ତି ଫଇସଲା କରିବା ଦରକାର। କାମରେ ଭାଇର ସହଯୋଗ ପାଇବେ। କଥା କହିବା ବେଳେ ନିଜର ଶଦ୍ଦ ଉପରେ ଧ୍ୟାନ ଦିଅନ୍ତୁ। ଶିକ୍ଷକଙ୍କ ଲାଗି ଭଲ ଦିନଟିଏ। ‌

‌କୁମ୍ଭ: ଆପଣ ସବୁ ଦୃଷ୍ଟିରୁ ନିଶ୍ଚିତ ରହିବେ। ମହିଳାଙ୍କ ଲାଗି ଦିନଟି ବହୁତ ଭଲ। କ୍ୟାରିୟରରେ ଆଗକୁ ବଢ଼ିବେ। ଛାତ୍ରଛାତ୍ରୀ କୌଣସି ବିଷୟରେ ଜାଣିବା ପାଇଁ ସହପାଠୀଙ୍କ ସହଯୋଗ ପାଇବେ।

ମୀନ: ଯେଉଁମାନଙ୍କର କୋର୍ଟ କଚେରିରେ ମାମଲା ରହିଛି ସେମାନେ କାଗଜପତ୍ର ପ୍ରସ୍ତୁତ କରି ରଖନ୍ତୁ। ଅଫିସରେ ଅଧିକାରୀଙ୍କ ସହଯୋଗ ପାଇବେ। ନୂଆ ଜିନିଷ ଉପରେ ବିଚାର କରିବେ।

 

Tags: odisharashifala
ShareTweetShareSend
Sanchar Live

Sanchar Live

Next Post
ଲଗାଣ ବର୍ଷାରେ ବେହାଲ ଖୋର୍ଦ୍ଧା ଅଞ୍ଚଳ, ୫୭ନମ୍ବର ଜାତୀୟ ରାଜପଥ ଉପରେ ଚାଲିଛି ପାଣି

ଲଗାଣ ବର୍ଷାରେ ବେହାଲ ଖୋର୍ଦ୍ଧା ଅଞ୍ଚଳ, ୫୭ନମ୍ବର ଜାତୀୟ ରାଜପଥ ଉପରେ ଚାଲିଛି ପାଣି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.