Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି

Sanchar Live by Sanchar Live
August 9, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି
0
SHARES
31
VIEWS
FacebookTwitter

ମେଷ: ଆପଣଙ୍କର ସବୁ କଷ୍ଟ ଦୂର ହେବ। ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। କାମରେ ଭାଇ ଭଉଣୀର ସହଯୋଗ ପାଇବେ। ପାଠପଢ଼ାରେ ଲାଗି ରହିଥିବା ବାଧା ଦୂର ହେବ। ‌
ବୃଷ: ବେପାରରେ ଲାଭ ପାଇବେ। ଚାକିରିରେ ପଦୋନ୍ନତି ଯୋଗ ଅଛି। କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ବିଶିଷ୍ଟ ବ୍ୟକ୍ତିଙ୍କ ମତ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ। ‌

ମିଥୁନ: ଶିକ୍ଷଣୀୟ ସଂସ୍ଥାକ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ବ୍ୟବସାୟ ସମ୍ମିଳନୀରେ ଆପଣଙ୍କ କଥା ରଖିବେ। ରାଜନୀତିରେ ଥିବା ଲୋକ ସମ୍ମାନଜନକ ପଦକୁ ମନୋନୀତ ହୋଇପାରନ୍ତି।

କର୍କଟ: କାମରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ଲାଭ ଦେବ। କୌଣସି ଜଟିଳ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ।

ସିଂହ: ଦିନଟି ଅନ୍ୟମାନଙ୍କ ସେବା ସତ୍କାରରେ ବିତିବ। ଲୋକେ ଆପଣଙ୍କ ପ୍ରତି ଯଥେଷ୍ଟ ପ୍ରଭାବିତ ହେବେ। ସରକାରୀ ଚାକିରିଆଙ୍କୁ ସହକର୍ମୀଙ୍କ ପୂରା ସହଯୋଗ ମିଳିବ।

କନ୍ୟା: କାମ ପାଇଁ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବା ଯୋଗୁଁ ମନ ଉତ୍ସାହରେ ଭରା ରହିବ।ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ତୁଳା: କ୍ୟାରିୟରକୁ ନେଇ ଗହନ ଚିନ୍ତାରେ ରହିବେ। କୌଣସି ବି କାମ ମନ ଲଗାଇ କରନ୍ତୁ, ସଫଳତା ପାଇବେ। ପାରିବାରିକ ସୁଖ ବୃଦ୍ଧି ହେବ। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

ବିଛା: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ବକେୟା ଅର୍ଥ ପାଇବେ। ବନ୍ଧୁ ଘରକୁ ଆସିବା ଯିବା ଲାଗି ରହିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଶିକ୍ଷାର୍ଥୀଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ।

ଧନୁ: କାର୍ଯ୍ୟକ୍ଷେତ୍ରରେ ନୂଆ ବିଚାରର ସମାବେଶ ହେବ। ଆପଣଙ୍କର ଆତ୍ମବିଶ୍ବାସ ବୃଦ୍ଧି ହେବ। ଭ୍ରମଣ ସୁଖଦ ରହିବ। ରାଜନୀତି କ୍ଷେତ୍ରରେ ସଫଳତା ପାଇବେ। ଖେଳାଳୀମାନଙ୍କ ଲାଗି ଭଲ ଦିନଟିଏ।

ମକର: ବଡ଼ ଅଧିକାରୀଙ୍କ ସହ ଭଲ ସମ୍ବନ୍ଧ ବନାଇ ରଖନ୍ତୁ। କ୍ୟାରିୟରରେ ଉନ୍ନତି ଯୋଗ ଅଛି। ଜମି ସମ୍ବନ୍ଧରେ ଖୁସି ଖବର ପାଇବେ। ପୂର୍ବରୁ ନେଇଥିବା ନିଷ୍ପତ୍ତି ଆପଣଙ୍କୁ ଭଲ ଫଳ ଦେବ।

‌କୁମ୍ଭ: ବ୍ୟବସାୟରେ ସଫଳତା ପାଇବେ। ପ୍ରତ୍ୟେକ ଲୋକ ଆପଣଙ୍କ କଥାକୁ ମନଧ୍ୟାନ ଦେଇ ଶୁଣିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଆଇନି ଛାତ୍ର ନିଜ ସମୟର ସଦୁପଯୋଗ କରନ୍ତୁ।

ମୀନ: କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ସ୍ଥିରତା ବଜାୟ ରହିବ। ପରିବାରରେ ସୁଖଦ ବାତାବରଣ ରହିବ। ବ୍ୟବସାୟରେ ଉନ୍ନତି ହେବ।‌

 

Tags: lifestylerashifala
ShareTweetShareSend
Sanchar Live

Sanchar Live

Next Post

ନୀରାଜଙ୍କୁ ନବୀନଙ୍କ ଶୁଭେଚ୍ଛା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.