Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜିର ରାଶିଫଳ, ଜାଣନ୍ତୁ କେମିତି କାଟିବ ଆଜି

Sanchar Live by Sanchar Live
August 6, 2024
in ଜୀବନ ଶୈଳୀ
0
ଏହି ରାଶିର ବ୍ୟକ୍ତିମାନେ ଧ୍ୟାନ ଦିଅନ୍ତୁ, ମିଳିପାରେ ଶୁଭ ଖବର
0
SHARES
0
VIEWS
FacebookTwitter

ମେଷ: ବ୍ୟବସାୟ କାମରେ ସହଯୋଗୀର ସାହାଯ୍ୟ ପାଇବେ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ସ୍ବାସ୍ଥ୍ୟ ଠିକ୍ ଓ ସତେଜ ରହିବ। କଳା କ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବାକୁ ଭାବିବେ।

ବୃଷ: ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ପାରିବାରିକ ବିବାଦ ଠାରୁ ଦୂରରେ ରୁହନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। ‌

ମିଥୁନ: ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। କତୃପକ୍ଷ ଆପଣଙ୍କୁ ଅଫିସ କାମରେ ଦୂରସ୍ଥାନକୁ ପଠାଇ ପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ।

କର୍କଟ: ଅଫିସରେ ଆପଣଙ୍କ ମତ ରଖିବାରେ ସୁଯୋଗ ପାଇବେ। ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହୋଇପାରେ। କୌଣସି ବିଶେଷ କାମରେ ଲାଭ ମିଳିବା ଯୋଗ ଅଛି। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।

ସିଂହ: ପରିବାର ଲୋକଙ୍କର ଉତ୍ସାହ ବଜାୟ ରହିବ। ବାପାଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ। ଚାକିରିରେ ଉନ୍ନତି ଯୋଗ ଅଛି। ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।

କନ୍ୟା: କାରବାରରେ ଲାଭ ମିଳିବ। ଅଧିକାରୀ ସହ ବିଶେଷ କାର୍ଯ୍ୟକୁ ନେଇ କଥାବର୍ତ୍ତା କରିପାରନ୍ତି। ଆପଣଙ୍କ ଖୁସି ଉପରେ କାହାରି ନଜର ଲାଗିପାରେ। ଘର ସାମଗ୍ରୀ କିଣିବାରେ ଅଧିକ ଖର୍ଚ୍ଚ କରିବେ।

ତୁଳା: ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ଖୋଲିବ। ସ୍କୁଲ ଜୀବନର ସାଙ୍ଗ ସହିତ ଦେଖା ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ବୈବାହିକ ଜୀବନ ଖୁସି ଭରା ରହିବ। ‌

ବିଛା: ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ। କାରବାରରେ ପୁଞି ଲଗାଇବା ପାଇଁ ଭାବିପାରନ୍ତି। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସଂପୂର୍ଣ୍ଣ ଫଳ ମିଳିବ।ଧନୁ: ଲୋକେ ଆପଣଙ୍କ କଥା ଶୁଣିବାକୁ ଉତ୍ସୁକ ରହିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ବାଲ୍ୟବନ୍ଧୁ ସହ ଦେଖା ହେବ। କୌଣସି ନୂଆ ସୁଯୋଗ ମିଳିପାରେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମକର: ମହତ୍ବପୂର୍ଣ୍ଣ ଲୋକଙ୍କ ସହ ଯୋଗାଯୋଗ ହେବ। ନୂଆ ଦାୟିତ୍ବ ନେବାରେ ସଂକୋଚ କରିପାରନ୍ତି। ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାର ପ୍ରସ୍ତୁତ ପାଇଁ ଇଚ୍ଛୁକ ହେବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ‌

‌କୁମ୍ଭ: ଆପଣଙ୍କ କାର୍ଯ୍ୟସୂଚୀ ପରିବର୍ତ୍ତନ କରିପାରନ୍ତି। କୌଣସି ବିଷୟରେ ଭାବୁକ ହେବେ। ଆର୍ଥିକ ସ୍ଥିତିରେ ପ୍ରଗତି ହେବ। ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ।

ମୀନ: ଆପଣ ନିଜର ଆତ୍ମବିଶ୍ବାସର ଆନନ୍ଦ ନିଅନ୍ତୁ। ସାମାଜିକ କାର୍ଯ୍ୟ କରିବା ଲାଗି ଇଚ୍ଛା ହେବ। ଅଫିସରେ କୌଣସି କାମ ପାଇଁ ଆପଣଙ୍କୁ ସମ୍ମାନିତ କରାଯିବ। ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ ବଢ଼ିବ।

Tags: odisharashifala
ShareTweetShareSend
Sanchar Live

Sanchar Live

Next Post
ଗିରଫ ହେଲେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ

ଗିରଫ ହେଲେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.