Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୋଦି, ସବୁଠି ଉଡ଼ୁଛି ତ୍ରିରଙ୍ଗା

Sanchar Live by Sanchar Live
January 26, 2026
in ଭାରତ
0
0
SHARES
8
VIEWS
Facebook
Twitter

ସାରା ଦେଶରେ ଗଣତନ୍ତ୍ର ଦିବସ ପାଳନ କରାଯାଉଛି । ରାଜଧାନୀ ଦିଲ୍ଲୀର ଜାତୀୟ ପଥରେ ଆଜି ପରେଡ୍ ପାଇଁ ପ୍ରସ୍ତୁତି କରାଯାଇଛି । ଏଥିସହିତ ଅପରେସନ୍ ସିନ୍ଦୂର ଥିମ୍ ଉପରେ ଏକ ବିଶେଷ ପରେଡ୍ ପାଇଁ ପ୍ରସ୍ତୁତି ଚାଲିଛି । ଯାହାର ଝଲକ ଦେଖିବାକୁ ମିଳିବ ।  ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସରକାରୀ X ହ୍ୟାଣ୍ଡେଲରେ ଟ୍ୱିଟ୍ କରି କହିଛନ୍ତି ଯେ,”ଗଣତନ୍ତ୍ର ଦିବସର ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ । ଏହି ଦିବସ ଭାରତର ଗର୍ବ ଏବଂ ଗୌରବର ପ୍ରତୀକ । ଏହି ଜାତୀୟ ପର୍ବ ଆପଣମାନଙ୍କ ସମସ୍ତଙ୍କ ଜୀବନରେ ନୂତନ ଶକ୍ତି ଏବଂ ଉତ୍ସାହ ସଞ୍ଚାର କରୁ । ମୁଁ କାମନା କରୁଛି ଯେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ଆହୁରି ଦୃଢ଼ ହେଉ ।’’ ସେ ଆହୁରି କହିଛନ୍ତି, “ଗଣତନ୍ତ୍ର ଦିବସ ଆମର ସ୍ୱାଧୀନତା, ସମ୍ବିଧାନ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧର ଏକ ଶକ୍ତିଶାଳୀ ପ୍ରତୀକ । ଏହି ପର୍ବ ଆମକୁ ଏକ ରାଷ୍ଟ୍ର ଗଠନର ସଂକଳ୍ପ ସହିତ ଏକତ୍ରିତ ହୋଇ ଆଗକୁ ବଢ଼ିବା ପାଇଁ ନୂତନ ଶକ୍ତି ଏବଂ ପ୍ରେରଣା ଦିଏ ।”

Related posts

ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…

ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…

November 8, 2026
ଯବାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଯବାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

November 8, 2026

ଅନ୍ୟପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଜାତୀୟ ରାଜପଥରେ ତ୍ରିରଙ୍ଗା ଉତ୍ତୋଳନ କରିବେ । ପତାକା ଉତ୍ତୋଳନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ସହିଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ଆଜିର ଉତ୍ସବ ଯେପରି ବାଧାପ୍ରାପ୍ତ ନ ହୁଏ ସେଥିପାଇଁ ଦିଲ୍ଲୀରୁ କାଶ୍ମୀର ଏବଂ କନ୍ୟାକୁମାରୀ ଏବଂ ଗୁଜରାଟରୁ ଉତ୍ତର-ପୂର୍ବ ରାଜ୍ୟ ପର୍ଯ୍ୟନ୍ତ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି । କେବଳ ଦିଲ୍ଲୀରେ ୧୦ ହଜାରରୁ ଅଧିକ ସୈନିକଙ୍କୁ ନିୟୋଜିତ କରାଯାଇଛି ।

Tags: indiaRepublican

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.