Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ସାବିତ୍ରୀ ବ୍ରତ

Sanchar Live by Sanchar Live
May 26, 2025
in ଓଡିଶା
0
ଆଜି ପବିତ୍ର ସାବିତ୍ରୀ ବ୍ରତ
0
SHARES
6
VIEWS
FacebookTwitter

ଆଜି ପବିତ୍ର ସାବିତ୍ରୀ । ଉପବାସ ରଖି ସ୍ବାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା ନାରୀ । ମନ୍ଦିରରେ ପୂଜାର୍ଚ୍ଚନା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଥାନ୍ତି ସଧବା ନାରୀ । ଯାହାକୁ ନେଇ ଚଳଚଞ୍ଚଳ ରହିଛି ସାରା ରାଜ୍ୟ । ବିଭିନ୍ନ ଜିଲ୍ଲାରେ ଦେବାଦେବୀଙ୍କ ପୀଠରେ ସଧବା ମହିଳାଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି ।

ବିଶେଷ କରି ରାଜ୍ୟ ପ୍ରସିଦ୍ଧ ମା’ଙ୍କ ପୀଠ ଗୁଡିକରେ ପ୍ରବଳ ଭିଡ ହୋଇଥିଲା । ନୂଆ ଶାଢୀ ପିନ୍ଧି ଫଳ, ମୂଳ, ଶଙ୍ଖା, ସିନ୍ଦୂର ସାଙ୍ଗରେ ନେଇ ସ୍ୱାମୀର ମଙ୍ଗଳ କାମନା କରନ୍ତି ମହିଳାମାନେ ।

ଓଡ଼ିଶାର ହିନ୍ଦୁ ପର୍ବପର୍ବାଣି ମଧ୍ୟରେ ସାବିତ୍ରୀ ଅମାବାସ୍ୟା ଏକ ଅନ୍ୟତମ ପର୍ବ । ଏହିଦିନ ନାରୀ ମାନେ ପାକ ଜିନିଷ ନଖାଇ କେବଳ ବିଭିନ୍ନ ଫଳ ମୂଳ ଖାଇ ଦିନ ତମାମ ରହିଥାନ୍ତି । ବଜାରରେ ସାବିତ୍ରୀ ସମୟରେ ଫଳମୂଳ ଦର ମଧ୍ୟ ଅହେତୁକ ଭାବରେ ପାଇଥାଏ ।

ଓଡିଆ ଘରର ପରମ୍ପରା ଅନୁସାରେ ବିବାହିତ ମହିଳାମାନେ ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା ପାଇଁ ସାବିତ୍ରୀ ବ୍ରତ ପାଳନ କରିଥାଆନ୍ତି । ହିନ୍ଦୁ ମହିଳାମାନେ ପ୍ରତିବର୍ଷ ଏହି ଦିନକୁ ବହୁ ଉତ୍ସାହର ସହିତ ଅପେକ୍ଷା କରିରହିଥାଆନ୍ତି ।

Tags: odishasabitribrata
ShareTweetShareSend
Sanchar Live

Sanchar Live

Next Post
ମନ୍ଦିରରେ ମହାପାପ: ନାବାଳିକାଙ୍କୁ ପୂଜକ ଦୁଷ୍କର୍ମ କରିଥିବା ଅଭିଯୋଗ

ମନ୍ଦିରରେ ମହାପାପ: ନାବାଳିକାଙ୍କୁ ପୂଜକ ଦୁଷ୍କର୍ମ କରିଥିବା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.