Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଶାମ୍ବ ଦଶମୀ

Sanchar Live by Sanchar Live
January 9, 2025
in ଓଡିଶା
0
ଆଜି ପବିତ୍ର ଶାମ୍ବ ଦଶମୀ
0
SHARES
0
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ହେଉଛି ପବିତ୍ର ଶାମ୍ବ ଦଶମୀ। ନିଜ ପରିବାରକୁ ନିରୋଗ ରଖିବାକୁ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜା କରାଯାଇଥାଏ। ପ୍ରାତଃ, ମଧ୍ୟାହ୍ନ ଓ ଅପରାହ୍ନରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରିଯାଏ। ଶାମ୍ବ ଦଶମୀ ଅବସରରେ ଗାୟତ୍ରୀ ପରିବାର ପକ୍ଷରୁ କୋଣାର୍କ ଚନ୍ଦ୍ରଭାଗାରେ ସୂର୍ଯ୍ୟ ଆଳତି କରାଯାଇଛି। ଏହା ସହିତ ଅନନ୍ତ ଅବଧୂତ ମଠଠାରୁ ଚନ୍ଦ୍ରଭଗା ପର୍ଯ୍ୟନ୍ତ ସୂର୍ଯ୍ୟ ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଏହି ସୂର୍ଯ୍ୟରଥ 27 ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ ରହି ମାଘ ସପ୍ତମୀରେ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଥାଏ । ପୌରାଣିକ ମତ ଅନୁସାରେ କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଶାପ ଜନିତ ବ୍ୟାଧିରୁ ମୁକ୍ତି ପାଇଁ ଆଜିର ଦିନରେ ଚନ୍ଦ୍ରଭାଗା ନଦୀରେ ସ୍ନାନ କରି ସୂର୍ଯ୍ୟଙ୍କ ଆଶୀର୍ବାଦରୁ ବ୍ୟାଧି ମୁକ୍ତ ହୋଇଥିଲେ । ଶାମ୍ବ ହିଁ ପ୍ରଥମେ ସୂର୍ଯ୍ୟନାରାୟଣଙ୍କ ବିଗ୍ରହ ପୂଜା ଆରମ୍ଭ କରି ସୂର୍ଯ୍ୟ ରଥ ଯାତ୍ରା ଆରମ୍ଭ କରିଥିଲେ। ଗାୟତ୍ରୀ ପରିବାର ତରଫରୁ ଆଜି ପବିତ୍ର ଶାମ୍ବ ଦଶମୀରେ ଚନ୍ଦ୍ରଭାଗାରେ ସୂର୍ଯ୍ୟନାରାୟଣ ଙ୍କୁ ପୂଜା କରିଛନ୍ତି ।

Tags: odishasamba dasami
ShareTweetShareSend
Sanchar Live

Sanchar Live

Next Post
ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳଚକଟା, ୬ ମୃତ

ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳଚକଟା, ୬ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.