Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ସପ୍ତପୁରୀ ଅମାବାସ୍ୟା

Sanchar Live by Sanchar Live
September 3, 2024
in ଓଡିଶା
0
ଆଜି ସପ୍ତପୁରୀ ଅମାବାସ୍ୟା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଦିନରେ ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗିହୋଇଥାଏ । ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇଥାଏ । ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷଘରୁ ଆସିଥାଏ । ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥାନ୍ତି । ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ । ଏହି ଅବସରରେ ଗତକାଲି ଅଠରନଳା ନିକଟ ମାଆ ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିଥିଲା । ଶ୍ରୀମନ୍ଦିର ଚତୁର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ ।

Tags: purisaptapuri amabasya
ShareTweetShareSend
Sanchar Live

Sanchar Live

Next Post
୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ RI ଓ ARI, ଧରିଲା ଭିଜିଲାନ୍ସ

୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ RI ଓ ARI, ଧରିଲା ଭିଜିଲାନ୍ସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.