Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ସରସ୍ବତୀ ପୂଜା

Sanchar Live by Sanchar Live
February 2, 2025
in ଓଡିଶା
0
ଆଜି ସରସ୍ବତୀ ପୂଜା
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି । ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା’ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି । ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ । ଏହାସହ ଆଜି ୩ ରଥର ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ ।

Tags: saraswati puja
ShareTweetShareSend
Sanchar Live

Sanchar Live

Next Post
ବାରବାଟୀରେ ଦିନିକିଆ: ଆଜିଠୁ ଅନଲାଇନ୍ ଟିକେଟ୍

ବାରବାଟୀରେ ଦିନିକିଆ: ଆଜିଠୁ ଅନଲାଇନ୍ ଟିକେଟ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.