Saturday, June 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ

Sanchar Live by Sanchar Live
March 29, 2025
in ଓଡିଶା
0
ଆଜି ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ
0
SHARES
34
VIEWS
FacebookTwitter

ସଂଚାର ବ୍ୟୁରୋ: ମାର୍ଚ୍ଚ ମାସ ୨୯ ତାରିଖ ଅର୍ଥାତ ଆଜି ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ। ଏହି ପରାଗ ଉତ୍ତର ଆମେରିକା, ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ, ଉତ୍ତର ଆଟଲାଣ୍ଟିକ୍ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ଋଷରେ ଦୃଶ୍ୟମାନ ହେବ ବୋଲି ସୂଚନା ରହିଛି। କେତେକ ସ୍ଥାନରେ ଏଥର ସର୍ବାଧିକ ସୂର୍ଯ୍ୟ ପରାଗ ୯୦ ପ୍ରତିଶତ ହେବ । ପରାଗ ଭାରତୀୟ ସମୟ ଦିନ ୨ଟା ୨୦ ମିନିଟ୍ ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟ୍ ରେ ସର୍ବାଧିକ ସମୟ (୯୦%) ହେବ । ଭାରତୀୟ ସମୟ ଦିନ ୪ ଟା ୧୪ ମିନିଟ୍ ରେ ପରାଗ ଶେଷ ହେବ । ତେବେ ସଂଗଠିତ ହେବାକୁ ଥିବା ଏହି ପରାଗ ଭାରତରେ ଦୃଶ୍ୟମାନ ହେବ ନାହିଁ। ତେଣୁ ଶ୍ରୀମନ୍ଦିର ନୀତିକାନ୍ତିରେ ବି କୌଣସି ପରିବର୍ତ୍ତନ ହେବନି ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ଚଳିତବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟ ପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକା ରେ ଦୃଶ୍ୟମାନ ହେବ । କିନ୍ତୁ ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ।

ସୂର୍ଯ୍ୟ ପରାଗ ଅମାବାସ୍ୟା ତିଥିରେ ସଂଗଠିତ ହୋଇଥାଏ। ଏହି ପରାଗ ସମୟରେ ‘ପୃଥିବୀ ଓ ସୂର୍ଯ୍ୟ’ ମଝିରେ ଚନ୍ଦ୍ର ରହିଥାଏ ଓ ଚନ୍ଦ୍ରର ଛାଇ ପଡୁଥିବା ଅଞ୍ଚଳର ଲୋକମାନେ କିଛି ସମୟ ପାଇଁ ସୂର୍ଯ୍ୟକୁ ଦେଖିପାରନ୍ତି ନାହିଁ ।

Tags: indiasuryaparag
ShareTweetShareSend
Sanchar Live

Sanchar Live

Next Post
ପୁରୁଷୋତ୍ତମପୁର ଥାନା ସିକୁଳା ଗାଁରେ ଯୁବକକୁ ସଂଘବଦ୍ଧ ହତ୍ୟା

ପୁରୁଷୋତ୍ତମପୁର ଥାନା ସିକୁଳା ଗାଁରେ ଯୁବକକୁ ସଂଘବଦ୍ଧ ହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • DJର ପ୍ରଚଣ୍ଡ ଶବ୍ଦ ନେଲା ମହିଳାଙ୍କ ଜୀବନ
  • ପାହାଡ଼ପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ବର୍ଷା ପାଇଁ ଦୁଇ ଅଣ୍ଡିରାଙ୍କ ମଧ୍ୟରେ ପଡିଲା ହାତଗଣ୍ଠି
  • ଘରୁ ଲୁଟିନେଲେ ସୁନା ଗହଣା, ଛାଡ଼ିଗଲେ ପ୍ୟାଣ୍ଟ
  • ଏଲପିଜି ପାଇପ୍ କମଳା ରଙ୍ଗର କାହିଁକି ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.