Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜି ଭାରତୀୟ ବଜାରରେ କଣ ରହିଛି ସୁନା ଦର

Sanchar Live by Sanchar Live
November 4, 2025
in ଓଡିଶା
0
ଜାଣନ୍ତୁ ଆଜି ଭାରତୀୟ ବଜାରରେ କଣ ରହିଛି ସୁନା ଦର
0
SHARES
275
VIEWS
FacebookTwitter

ସଂଚାର ବ୍ୟୁରୋ: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୪୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୨,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୨,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୨,୪୬୦ ଓ ୧,୧୨,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceindia
ShareTweetShareSend
Sanchar Live

Sanchar Live

Next Post
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.