Wednesday, April 1, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଉତ୍କଳ ଦିବସ : ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ

Sanchar Live by Sanchar Live
April 1, 2026
in ଓଡିଶା
0
ଆଜି ଉତ୍କଳ ଦିବସ : ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ
0
SHARES
6
VIEWS
FacebookTwitter

ଆଜି ଏପ୍ରିଲ ୧। ଆମ ଓଡ଼ିଶାର ଗର୍ବର ଦିନ, ଆମର ପରିଚୟର ଦିନ, ଉତ୍କଳ ଦିବସ! । ୧୯୩୬ ମସିହାର ଆଜିର ଦିନରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା । ଆଜି ସେହି ଐତିହାସିକ ଘଟଣାର ୯୦ ବର୍ଷ ପୂର୍ତ୍ତି ହେଉଛି । ଏପ୍ରିଲ ୧ ଆମ ପାଇଁ ଏହା କେବଳ ଗୋଟିଏ ଦିନ ନୁହଁ, ଏହା ଆମର ଭାଷା, ସଂସ୍କୃତି ଓ ଐତିହ୍ୟର ଗର୍ବର ଦିନ।

ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା । ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା । ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ । ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ।

ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।

 

Tags: odishaUtkal diwas
ShareTweetShareSend
Sanchar Live

Sanchar Live

Next Post
ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର

ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବରମୁଣ୍ଡା ବସଷ୍ଟାଣ୍ଡରେ ଘରୋଇ ବସରେ ନିଆଁ
  • ଏହି କାରଣରୁ ଜରିମାନା ଦେବେ ଶ୍ରେୟସ
  • ଦିନଦ୍ଵିପହରେ ମାତିଛନ୍ତି କିଡ୍‌ନୀ ପ୍ରତିରୋପଣ ରାକେଟ
  • ଆଜି ପନ୍ତ- ପଟେଲ ଲଢେଇ
  • ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.