Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨ହଜାର ନୂଆ ଟ୍ରାଫିକ୍ ପଦବୀ ପୂରଣ ପାଇଁ ସରକାରଙ୍କ ମଞ୍ଜୁରୀ

Sanchar Live by Sanchar Live
April 17, 2025
in ଓଡିଶା
0
୨ହଜାର ନୂଆ ଟ୍ରାଫିକ୍ ପଦବୀ ପୂରଣ ପାଇଁ ସରକାରଙ୍କ ମଞ୍ଜୁରୀ
0
SHARES
12
VIEWS
FacebookTwitter

ଭୁବନେଶ୍ୱର : ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି ।

ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଳ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି । ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି ।

ସେହିପରି ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବୀସୃଷ୍ଟି କରାଯାଇଛି ।

ଡି.ଏସ୍‍.ପି. ୫ଟି ପଦବୀ, Inspector ୪୧ଟି ପଦବୀ ସବ୍‍- ଇନ୍‍ସପେକ୍ଟର ୮୩ ଟି ପଦବୀ, ଏ.ଏସ୍‍.ଆଇ. ୮୩ଟି ପଦବୀ, ହାବିଲ୍‌ଦାର ୩୧୦ ଓ କନେଷ୍ଟବଳ ପାଇଁ ୧୪୦୮ଟି ପଦବୀ ସୃଷ୍ଟି କରାଯାଇଛି । ସମୁଦାୟ ୧୯୩୦ ଟି ପଦବୀ ସୃଷ୍ଟି ହୋଇଛି । ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Tags: cm mohanmajhiodishatrffic police
ShareTweetShareSend
Sanchar Live

Sanchar Live

Next Post
ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.