Tuesday, October 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ୱରରେ ଦୁର୍ଗା ପୂଜା ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ କଟକଣା

Sanchar Live by Sanchar Live
October 13, 2026
in ଓଡିଶା
0
ଭୁବନେଶ୍ୱରରେ ଦୁର୍ଗା ପୂଜା ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ କଟକଣା
0
SHARES
8
VIEWS
FacebookTwitter

ରାଜଧାନୀ ଭୁବନେଶ୍ୱରରେ ଦୁର୍ଗା ପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଲୋକଙ୍କ ସୁବିଧା ଏବଂ ଯାନବାହନର ସୁଗମ ଚଳାଚଳ ପାଇଁ ଅକ୍ଟୋବର ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଅପରାହ୍ନ ୨ଟାରୁ ରାତି ୨ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

ପୂଜା ସମୟରେ ନିର୍ଦ୍ଦିଷ୍ଟ ରାସ୍ତାରେ ଭାରୀ ଯାନ ପ୍ରବେଶକୁ ବାରଣ କରାଯାଇଛି। ବିଶେଷ କରି ରସୁଲଗଡ଼ ଛକରୁ ଲିଙ୍ଗିପୁର ଛକ (ଭାୟା ବୋମିଖାଲ ଓ କଳ୍ପନା), ବାଣୀବିହାର ଛକରୁ ଶିଶୁଭବନ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ୍ ଏବଂ ନୂଆ ଏୟାରପୋର୍ଟ ଛକ, ଏବଂ ଜୟଦେବ ବିହାରରୁ ନନ୍ଦନକାନନ ଛକ ପର୍ଯ୍ୟନ୍ତ ଭାରୀ ଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ସେହିପରି ଖଣ୍ଡଗିରିରୁ ପୋଖରୀପୁଟ ଏବଂ ବରମୁଣ୍ଡାରୁ ପଳାଶୁଣୀ ପର୍ଯ୍ୟନ୍ତ ଥିବା ଜାତୀୟ ରାଜପଥ ସର୍ଭିସ୍ ରୋଡ୍‌ରେ ମଧ୍ୟ ସମାନ କଟକଣା ଲାଗୁ ହେବ।

ଖୋର୍ଦ୍ଧାରୁ ଆସୁଥିବା ଭାରୀ ଯାନଗୁଡ଼ିକୁ ସହର ଭିତରକୁ ଛଡ଼ାଯିବ ନାହିଁ। ଏହି ଗାଡ଼ିଗୁଡ଼ିକ ପିତାପଲ୍ଲୀ ଛକ ଦେଇ ବାଲିକୁଦା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ମିଶିବେ। ଅନ୍ୟପକ୍ଷରେ, ନୟାପଲ୍ଲୀ ରାବଣ ପୋଡ଼ି ସମୟରେ କଟକ ପଟୁ ଆସୁଥିବା ଗାଡ଼ିଗୁଡ଼ିକୁ ଜୟଦେବ ବିହାର ଦେଇ ଡାଇଭର୍ସନ୍ କରାଯିବ। ବସ୍ ଗୁଡ଼ିକ ପାଇଁ ମଧ୍ୟ ସ୍ୱତନ୍ତ୍ର ରୁଟ୍ ନିର୍ଦ୍ଧାରଣ କରାଯାଇଛି। ପୁରୀରୁ ବରମୁଣ୍ଡା ଆସୁଥିବା ବସ୍ ଗୁଡ଼ିକ ଲିଙ୍ଗିପୁର ଛକରୁ ବାହାରି ପଣ୍ଡରା ଓ ହାଇଟେକ୍ ଛକ ଦେଇ ଯିବେ। ମାଷ୍ଟର କ୍ୟାଣ୍ଟିନ୍ ବସ୍ ଷ୍ଟାଣ୍ଡରୁ କୌଣସି ବସ୍ ବାଣୀବିହାର ଆଡ଼କୁ ଯାଇପାରିବେ ନାହିଁ।

ପୋଲିସ ନିର୍ଦ୍ଦେଶ ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଓଡ଼ିଶା ସହରାଞ୍ଚଳ ପୋଲିସ ଆକ୍ଟ, ୨୦୦୩ର ଧାରା ୯୬ ଅନୁଯାୟୀ ଜରିମାନା ଆଦାୟ କରାଯିବ। ତେବେ ପୋଲିସ, ଅଗ୍ନିଶମ ବାହିନୀ, ଆମ୍ବୁଲାନ୍ସ ଏବଂ ଜରୁରୀକାଳୀନ ସେବା ପ୍ରଦାନକାରୀ ଗାଡ଼ି ଗୁଡ଼ିକୁ ଏହି କଟକଣାରୁ ମୁକ୍ତ ରଖାଯାଇଛି।

ଦୁର୍ଗା ପୂଜାକୁ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ପୋଲିସ କମିଶନରେଟ୍ ପକ୍ଷରୁ ଜନସାଧାରଣଙ୍କୁ କିଛି ବିଶେଷ ନିବେଦନ କରାଯାଇଛି:
– ମଦ୍ୟପାନ କରି ଗାଡ଼ି ଚଲାନ୍ତୁ ନାହିଁ।
– ଦୁଇ ଚକିଆ ଯାନରେ ଦୁଇ ଜଣରୁ ଅଧିକ ବସନ୍ତୁ ନାହିଁ ଏବଂ ସର୍ବଦା ହେଲମେଟ୍ ପିନ୍ଧନ୍ତୁ।
– ଗାଡ଼ି ଚଲାଇବା ସମୟରେ ମୋବାଇଲ୍ ଫୋନ୍ ବ୍ୟବହାରରୁ ନିବୃତ୍ତ ରହନ୍ତୁ।
– ଗାଡ଼ିକୁ କେବଳ ନିର୍ଦ୍ଧାରିତ ପାର୍କିଂ ସ୍ଥାନରେ ହିଁ ରଖନ୍ତୁ ଏବଂ ଠିକ୍ ଭାବେ ଲକ୍ କରନ୍ତୁ।
ସୁରକ୍ଷିତ ଏବଂ ଆନନ୍ଦମୟ ଦୁର୍ଗା ପୂଜା ପାଇଁ ସମସ୍ତେ ଟ୍ରାଫିକ୍ ନିୟମ ପାଳନ କରିବାକୁ ପୋଲିସ ଅନୁରୋଧ କରିଛି।

Tags: bhubaneswartraffic rules
ShareTweetShareSend
Sanchar Live

Sanchar Live

Next Post
ସୂଚନା ଏବଂ ପ୍ରସାରଣ ତଥା ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ୍ ମୁରୁଗନଙ୍କ ଇସ୍ତଫା

ସୂଚନା ଏବଂ ପ୍ରସାରଣ ତଥା ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ୍ ମୁରୁଗନଙ୍କ ଇସ୍ତଫା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟ କ୍ୟାବିନେଟରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବରେ ବାଜିଲା ମୋହର
  • ସୂଚନା ଏବଂ ପ୍ରସାରଣ ତଥା ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ୍ ମୁରୁଗନଙ୍କ ଇସ୍ତଫା
  • ଭୁବନେଶ୍ୱରରେ ଦୁର୍ଗା ପୂଜା ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ କଟକଣା
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ
  • UPI ପେମେଂଟ ଚାର୍ଜ: ଦୀପାବଳି ପର୍ଯ୍ୟନ୍ତ ଲାଗିବନି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.