Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ସରକାର

Sanchar Live by Sanchar Live
June 5, 2025
in ଓଡିଶା
0
ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ସରକାର
0
SHARES
9
VIEWS
FacebookTwitter

ଆଜି ହେଉଛି ବିଶ୍ୱ ପରିବେଶ ଦିବସ । ଏହି ଅବସରରେ ଗୁରୁବାର ଭୁବନେଶ୍ୱର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ ସରକାର ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଦୂଷିତ ପୃଥ‌ବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି । ପ୍ଲାଷ୍ଟିକ ବ୍ୟବହାର କମ୍ କରିବା ଉପରେ ଗୁରୁତ୍ୱା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ଲାଷ୍ଟିକ ବର୍ଜନ ଏକ ଗଣ ଆନ୍ଦୋଳନ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସରକାରଙ୍କ ପକ୍ଷରୁ ରାଜ୍ୟରେ ବିଶୁଦ୍ଧ ବାୟୁ ପାଇଁ ଏକ କାର୍ଯ୍ୟକ୍ରମ କରାଯାଉଛି । ଏହା ଜନସଂଖ୍ୟା ବହୁଳ ସହରାଞ୍ଚଳମାନଙ୍କରେ ବାୟୁ ପ୍ରଦୂଷଣର ମାତ୍ରା କମାଇବ ଏବଂ ବାୟୁମଣ୍ଡଳରେ ବାୟୁର ଗୁଣାବତ୍ତା ବୃଦ୍ଧି ଘଟିବ । ‘ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନରେ ରାଜ୍ୟ ସରକାର ପ୍ରାୟ ସାଢେ 6 କୋଟିରୁ ଉର୍ଦ୍ଧ୍ୱ ଗଛ ଲଗାଇ ଏହି ଅଭିଯାନକୁ ସଫଳ କରିଛନ୍ତି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ବିଜେପି ସରକାର ଆସିବା ପରେ ଜଙ୍ଗଲ ଓ ବୃକ୍ଷ ଆବରଣରେ ପାଖାପାଖି ୫୬୦ ବର୍ଗ କିଲୋମିଟର ନେଟ୍ ବୃଦ୍ଧି ହୋଇଛି, ଯାହା ସମସ୍ତ ରାଜ୍ୟ ମଧ୍ୟରେ ଚତୁର୍ଥ ସର୍ବାଧିକ ।

ପରିଶେଷରେ ରାଜ୍ୟରେ ପରିବେଶ ସୁରକ୍ଷା ତଥା ଏହାର ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଜିଲ୍ଲାର ୧୮୫ ପ୍ରକୃତି ମିତ୍ର ଏବଂ ୨୧୧ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରାପ୍ତ ଅନୁଷ୍ଠାନ ତଥା ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଜଣାଉଛି । ଏହା ସହିତ ପରିବେଶ ସୁରକ୍ଷା ପାଇଁ କାମ କରୁଥିବା ପ୍ରତ୍ୟେକ ବ୍ୟକ୍ତି ଏବଂ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Tags: mohanmajhitree
ShareTweetShareSend
Sanchar Live

Sanchar Live

Next Post
ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି

ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.