Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ପୁଣି ଆମେରିକା ରାଷ୍ଟ୍ରପତିଙ୍କ ବଡ଼ ବୟାନ

Sanchar Live by Sanchar Live
May 31, 2025
in ବିଦେଶ
0
ହାର୍ଭାର୍ଡ ବିଶ୍ଵବିଦ୍ୟାଳୟରେ ନାମଲେଖା ଉପରେ ରୋକ ଲଗାଇଲା ଟ୍ରମ୍ପ ପ୍ରଶାସନ
0
SHARES
17
VIEWS
FacebookTwitter

ପୁଣି ଆମେରିକା ରାଷ୍ଟ୍ରପତିଙ୍କ ବଡ଼ ବୟାନ । ଭାରତ-ପାକିସ୍ତାନ ଯୁଦ୍ଧ ବିରାମ ଲାଗିବାରେ ଆମେରିକାର ହାତ ଥିବା ସ୍ପଷ୍ଟ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ । ହ୍ବାଇଟ୍ ହାଉସରେ ଆୟୋଜିତ ଏକ ପ୍ରେସ କନଫରେନ୍ସରେ ଏକଥା କହିଛନ୍ତି । ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆଣିଥାନ୍ତା ପରମାଣୁ ବିପତ୍ତିର ରୂପ । ଭାରତ ଏବଂ ପାକିସ୍ତାନର ନେତାମାନଙ୍କୁ ଏବଂ ନିଜ ଟିମ୍ ଧନ୍ୟବାଦ ଦେଇଛନ୍ତି ଟ୍ରମ୍ପ । ଦୁଇ ଦେଶ ସହ ବାଣିଜ୍ୟ ବିଷୟରେ ଆଲୋଚନା ହୋଇଛି । ଦୁଇ ଦେଶର ନେତା ଆମ କଥା ମାନି ଯୁଦ୍ଧ ରୋକିବାକୁ ରାଜି ହୋଇଥିଲେ ବୋଲି କହିଛନ୍ତି ଟ୍ରମ୍ପ ।

ମେ’ ୧୧ ତାରିଖରେ ଯେତେବେଳେ ଯୁଦ୍ଧବିରତି ହେଲା, ସେତେବେଳେ ଟ୍ରମ୍ପଙ୍କ ପୋଷ୍ଟ ଗୁରୁତ୍ବ ବହନ କରିଥିଲା । ଆମେରିକାର ମଧ୍ୟସ୍ଥତାରେ ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଥିଲେ । ତେବେ ଏହାର କିଛିଦିନ ପରେ ଟ୍ରମ୍ପ ସ୍ପଷ୍ଟ କରିଥିଲେ ଯେ ଭାରତ ଓ ପାକିସ୍ତାନ ଯୁଦ୍ଧିବିରତିରେ ମଧ୍ୟସ୍ଥତା କରିନାହାନ୍ତି । କେବଳ ଭାରତ-ପାକିସ୍ତାନ ସମସ୍ୟାର ସମାଧାନ କରିବାରେ ସହାୟତା କରିବା କଥା କହିଥିଲେ ।
Tags: doland trumpindiapakistan
ShareTweetShareSend
Sanchar Live

Sanchar Live

Next Post
କମ୍ବିଂ ଅପରେସନ ସମୟରେ ବିସ୍ଫୋରଣ‌ : ସିଆରପିଏଫ ଯବାନ ଗୁରୁତର ଆହତ

କମ୍ବିଂ ଅପରେସନ ସମୟରେ ବିସ୍ଫୋରଣ‌ : ସିଆରପିଏଫ ଯବାନ ଗୁରୁତର ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.