Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଘରର କବାଟ ପୋଡ଼ି ପଶିଲେ, ଲୁଟିନେଲେ..

Sanchar Live by Sanchar Live
September 28, 2024
in ଅପରାଧ
0
ଘରର କବାଟ ପୋଡ଼ି ପଶିଲେ, ଲୁଟିନେଲେ..
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଘରେ କେହି ନଥିବାର ସୁଯୋଗ ନେଇ ଛାତ ଦେଇ ଘର ଭିତରକୁ ପଶିଲେ। ହେଲେ ବାଧକ ସାଜିଲା କାଠ କବାଟ। କାଠ କବାଟକୁ ଜାଳି ଘର ଭିତରେ ପଶି କଲେ ଲୁଟ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ନୂଆସାହି ଗ୍ରାମରେ।ଅଞ୍ଜନ ନାୟକ ନାମକ ବ୍ଯକ୍ତିଙ୍କ ଘରେ ପଶି ଲୁଟପାଟ କରିଛନ୍ତି ଦୁର୍ବୃତ୍ତ। ଅଂଜନ ପରିବାରକୁ ଛାଡିବାକୁ ଫୁଲବାଣୀ ଯାଇଥିଲେ। ଘରେ କେହି ନଥିବାରୁ ସୁଯୋଗ ନେଇ ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରିବା ପରେ ଘରୁ ଲୁଟ ହୋଇଥିବା ଦେଖିବାକୁ ପାଇଥିଲେ। ଏ ନେଇ କପ୍ତିପଦା ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ସହାୟତାରେ ଛାନବିନ କରୁଛି ପୋଲିସ। ଲୁଟେରାମାନେ ଘର ଭିତରକୁ ପଶିବା ପାଇଁ ଘର କବାଟକୁ ଜାଳି ଦେଇଥିବାରୁ ବିଭିନ୍ନ ଦିଗକୁ ନେଇ ଖୋଳତାଡ଼ କରୁଛି ପୋଲିସ।

Tags: crimelootudala
ShareTweetShareSend
Sanchar Live

Sanchar Live

Next Post
ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଧାନ ତଳି ଲଗାଇ ଅଭିନବ ପ୍ରତିବାଦ

ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଧାନ ତଳି ଲଗାଇ ଅଭିନବ ପ୍ରତିବାଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.