Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଢୁଛି ସୁନା ଦାମ, ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ରେଟ

Sanchar Live by Sanchar Live
February 14, 2025
in ଓଡିଶା
0
ବଢୁଛି ସୁନା ଦାମ, ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ରେଟ
0
SHARES
72
VIEWS
FacebookTwitter

ଗତ କିଛି ଦିନ ହେଲା ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏହାକୁ ନେଇ ଚିନ୍ତାରେ ଗ୍ରାହକ । କିନ୍ତୁ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୧୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୯୦୦ ଟଙ୍କା ଛୁଇଁଛି ।

ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୯ ହଜାର ୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୧୬୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୯,୯୦୦ ଟଙ୍କା ଓ ୮୭,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୦୫୦ ଟଙ୍କା ଓ ୮୭, ୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୯,୯୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୯,୯୦୦ ଟଙ୍କା ଓ ୮୭,୧୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦, ୫୦୦ ଟଙ୍କା ହୋଇଛି ।

Tags: gold rateindia
ShareTweetShareSend
Sanchar Live

Sanchar Live

Next Post
ବିସିସିଆଇର କଡ଼ା ନିୟମ, ଗମ୍ଭୀରଙ୍କ ସହିତ ନ ରହି ଅଲଗା ହୋଟେଲରେ ରହିଲେ ପିଏ

ବିସିସିଆଇର କଡ଼ା ନିୟମ, ଗମ୍ଭୀରଙ୍କ ସହିତ ନ ରହି ଅଲଗା ହୋଟେଲରେ ରହିଲେ ପିଏ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.