Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଆଜି ବଜାରରେ ୨୪ କ୍ୟାରେଟ୍ ସୁନା ଦାମ କେତେ ?

Sanchar Live by Sanchar Live
July 4, 2025
in ଓଡିଶା
0
ଜାଣନ୍ତୁ ଆଜି ବଜାରରେ ୨୪ କ୍ୟାରେଟ୍ ସୁନା ଦାମ କେତେ ?
0
SHARES
611
VIEWS
FacebookTwitter

ସଂଚାର ବ୍ୟୁରୋ: ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୫୦୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୫୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୫୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୭୩୦ ଓ ୯୦ ହଜାର ୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୦ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceindia
ShareTweetShareSend
Sanchar Live

Sanchar Live

Next Post
ରଥଯାତ୍ରା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେଡି ଟିମ୍

ରଥଯାତ୍ରା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେଡି ଟିମ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.