Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉତ୍ତମ ମହାନ୍ତିଙ୍କୁ କରାଗଲା ଏୟାରଲିପ୍ଟିଂ

Sanchar Live by Sanchar Live
February 8, 2025
in ଓଡିଶା
0
ଉତ୍ତମ ମହାନ୍ତିଙ୍କୁ କରାଗଲା ଏୟାରଲିପ୍ଟିଂ
0
SHARES
44
VIEWS
FacebookTwitter

ଭେଟେରାନ୍ ଅଭିନେତା ଉତ୍ତମ ମହାନ୍ତିଙ୍କୁ କରାଗଲା ଏୟାରଲିପ୍ଟିଂ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଭୁବନେଶ୍ବର ଏକ  ଘରୋଇ ହସ୍ପିଟାଲରୁ ତାଙ୍କୁ ଗୁରଗାଁଓର ମେଦାନ୍ତ ହସପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ହସପିଟାଲରୁ ଏୟାରପୋର୍ଟ ଯାଏଁ କରାଯାଇଥିଲା ଗ୍ରୀନ କରିଡ଼ର । ୩ ଦିନ ତଳୁ ହସ୍ପିଟାଲରେ ଆଡ଼ମିଶନ ହୋଇ ଚିକିତ୍ସିତ ହେଉଛନ୍ତି ଉତ୍ତମ । ଲିଭର ସିରୋସିସରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଲିଭର ଫେଲ୍ୟୁର ରହିଛି । ଗତକାଲିଠାରୁ ସେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ତେଣୁ ଅଧିକ ଚିକିତ୍ସା ପାଇଁ ଆଜି ସଂଧ୍ଯା ୮ଟାରେ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଗୁରଗାଁଓର ମେଦାନ୍ତ ହସପିଟାଲକୁ ଏୟାର ଲିଫ୍ଟି କରାଯାଇଛି ।

Tags: airliftingUttammohanty
ShareTweetShareSend
Sanchar Live

Sanchar Live

Next Post
ବୁଡ଼ ପକାଇଲେଣି ୪୦ କୋଟିରୁ ଅଧିକ ଶ୍ରଦ୍ଧାଳୁ

ବୁଡ଼ ପକାଇଲେଣି ୪୦ କୋଟିରୁ ଅଧିକ ଶ୍ରଦ୍ଧାଳୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.