Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

୩୦୦ ଫୁଟ ଗଭୀର ଖାଇକୁ ଖସିଲା ବସ, ୫ ମୃତ

Sanchar Live by Sanchar Live
January 12, 2025
in ଭାରତ
0
୩୦୦ ଫୁଟ ଗଭୀର ଖାଇକୁ ଖସିଲା ବସ, ୫ ମୃତ

Oplus_131072

0
SHARES
13
VIEWS
FacebookTwitter

ଉତ୍ତରାଖଣ୍ଡର ପୌରି ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୦୦ ଫୁଟ ଗଭୀର ଖାଇକୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌ ।   ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି ।

ମିଳିଥିବା ସୂଚନା ଅନୁସାରେ, ୨୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ପୌରି ଜିଲ୍ଲାର ଦହଲଚୋରି ନିକଟରେ ଖାଇକୁ ଖସିପଡ଼ିଛି ।  ଦୁର୍ଘଟଣା ପରେ ପୌରି ଜିଲ୍ଲା ପ୍ରଶାସନ ଏସଡିଆରଏଫକୁ ସୂଚନା ଦେଇଥିଲା ।  ଏସଡିଆରଏଫ୍‌ ଟିମ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବସ୍‌ଟି ଦହଚୋରିରୁ ପୌରି ଅଭିମୁଖେ ଯାତ୍ରା କରୁଥିଲା ।

ପୌରି ଜିଲ୍ଲାର ଜିଲ୍ଲାପାଳ ଆଶିଷ ଚୌହାନ କହିଛନ୍ତି ଯେ, ବସ୍‌ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି ଏବଂ ଏକାଧିକ ଆହତ ହୋଇଛନ୍ତି । କେତେ ଜଣ ଆହତଙ୍କୁ ଶ୍ରୀନଗର ହସ୍ପିଟାଲକୁ ପଠାଯାଇଥିବା ବେଳେ ୭ରୁ ୮ ଜଣ ଆହତ ପୌରି ଜିଲ୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେପଟେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ଧାମି ।

Tags: bus accidentutarakhanda
ShareTweetShareSend
Sanchar Live

Sanchar Live

Next Post
୮ ହଜାରରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃ ସାମିଲ

୮ ହଜାରରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃ ସାମିଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.