Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୨୮ ତାରିଖରେ ହେବ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସ ନିର୍ବାଚନ

Sanchar Live by Sanchar Live
September 22, 2024
in ଓଡିଶା
0
ଆସନ୍ତା ୨୮ ତାରିଖରେ ହେବ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସ ନିର୍ବାଚନ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଓଡ଼ିଶାର ପ୍ରିମିୟର ଶିଳ୍ପ ସଂଘ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସର ନିର୍ବାଚନ । ଏଥିପାଇଁ ସଂଘ ପକ୍ଷରୁ ଜୋରଦାର ପ୍ରସ୍ତୁତି । ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପାଖରେ ପୂଜାର୍ଚ୍ଚନା କରି ଆଶାୟୀ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟ ଆରମ୍ଭ କରିଛନ୍ତି । ୬୦ ଦଶକରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ଶିଳ୍ବ ବିକାଶ ପାଇଁ କାର୍ଯ୍ୟକରୁଛି ୟୁସିସିଆଇ । ନିକଟରେ ରିସର୍ଜେଣ୍ଟ୍‌ ଓଡ଼ିଶା ୨୦୨୪ର ଆୟୋଜନ କରି ଦେଶ ଓ ବିଦେଶରୁ ପୁଞ୍ଜିପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ୟୁସିସିଆଇ । ଲଗାତାର ଦୁଇଥର ସଭାପତି ଭାବେ ନିର୍ବାଚିତ ହୋଇଥିବା ବ୍ରହ୍ମା ମିଶ୍ରଙ୍କ କାର୍ଯ୍ୟକାଳ ଚଳିତମାସରେ ଶେଷ ହେବାକୁ ଯାଉଛି । ଏଥରକ ନୂଆ ମୁହଁ ଭାବେ ସଭାପତି ପ୍ରାର୍ଥୀ ହୋଇଛନ୍ତି ବିଶିଷ୍ଟ ଶିଳ୍ପପତି ପ୍ରବୋଧ ମହାନ୍ତି, ଉପସଭାପତି ଭାବେ ଗିରିଧାରୀ ଲାଲ ଶର୍ମା, ମୁରଲି ଜାମୁଲା ଓ ସଚିବ ଭାବେ ସଞ୍ଜୀବ ମହାପାତ୍ର ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଆସନ୍ତାଦିନରେ ଓଡ଼ିଶାରେ କିପରି ଶିଳ୍ପ କ୍ଷେତ୍ରରେ ବିଶେଷକରି ଏମ୍‌ଏସ୍‌ଏମଇ ଶିଳ୍ପରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ସେ ନେଇ କାର୍ଯ୍ୟ କରିବେ ବୋଲି ଆଶାୟୀ ପ୍ରାର୍ଥୀ ଦାବି କରିଛନ୍ତି ।

Tags: electionodishautkal commers of chambers
ShareTweetShareSend
Sanchar Live

Sanchar Live

Next Post
ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀଙ୍କର ମୟୁରଭଞ୍ଜ ଜିଲ୍ଲା ଗସ୍ତ ବାତିଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.