Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସରିଲା ଉତ୍କର୍ଷ ଓଡ଼ିଶା ମେକଇନ ଓଡ଼ିଶା କନକ୍ଲେଭ, ୧୪୫ MOU, ୧୩ଲକ୍ଷ କୋଟିର ପ୍ରସ୍ତାବ

Sanchar Live by Sanchar Live
January 29, 2025
in ଓଡିଶା
0
ସରିଲା ଉତ୍କର୍ଷ ଓଡ଼ିଶା ମେକଇନ ଓଡ଼ିଶା କନକ୍ଲେଭ, ୧୪୫ MOU, ୧୩ଲକ୍ଷ କୋଟିର ପ୍ରସ୍ତାବ
0
SHARES
9
VIEWS
FacebookTwitter

ଭୁବନେଶ୍ୱର : ନିବେଶ ମହାକୁମ୍ଭରୁ ଆସିଲା ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜି ।  ଏହାଦ୍ବାରା ରାଜ୍ୟରେ ପ୍ରାୟ ୯ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଦୁଇଦିନରେ ୧୪୫ଟି ଏମଓୟୁ ସ୍ବାକ୍ଷରିତ ହୋଇଛି।  ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ସ୍ବପ୍ନ ସାକାର କରିବୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।  ପୂର୍ବରୁ ରାଜ୍ୟ ସରକାର ଶିଳ୍ପ ମହାକୁମ୍ଭରେ ଶହେ ଏମଓୟୁ ସ୍ବାକ୍ଷର ସହ ୫ ଲକ୍ଷ କୋଟି ନିବେଶର ଟାର୍ଗେଟ ରଖିଥିଲେ। ଦୁଇଦିନିଆ କନକ୍ଲେଭରେ ଆଶାଠୁ ଦୁଇ ଗୁଣା ହୋଇଛି ପୁଞ୍ଜିନିବେଶ ।

ଶିଳ୍ପ ମହାକୁମ୍ଭରେ ନିବେଶ ବର୍ଷା। ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭର ଦ୍ବିତୀୟ ଦିନରେ ମୁଖ୍ୟତଃ ଶକ୍ତି ଓ କୃଷିକ୍ଷେତ୍ର ଉପରେ ରହିଛି ଫୋକସ। ରାଜ୍ୟରେ ଶକ୍ତି ଓ କୃଷି କ୍ଷେତ୍ରରେ ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି ଶିଳ୍ପଦ୍ୟୋଗୀ ।  ପ୍ରାୟ ୪ଲକ୍ଷ ୩୩ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଏମଓୟୁ ସ୍ବାକ୍ଷର ହୋଇଛି। ୩୪ ହଜାର ମେଗାୱାଟ ପମ୍ପ ଷ୍ଟୋରେଜ କ୍ଷମତା ପାଇଁ ୨ଲକ୍ଷ କୋଟି ଟଙ୍କାର ନିବେଶ ହୋଇଛି।  ୨୧ହଜାର ମେଗାୱାଟ କ୍ଷମତା ବିଶିଷ୍ଟ ସୋଲାର ରିନ୍ଯୁଏବଲ ପାଇଁ ଏକଲକ୍ଷ ୧୦ କୋଟି ଟଙ୍କା ନିବେଶ ହୋଇଛି।

୧୫.୪୦ ମେଗାୱାଟ କ୍ଷମତାର ପବନଶକ୍ତି, ବାର୍ଷିକ ୧.୫ ମିଲିୟନ ମେଟ୍ରିକ ଟନ ଗ୍ରୀନ ହାଇଡ୍ରୋଜେନ ଓ ଗ୍ରୀନ ଆମୋନିଆ ପାଇଁ ସମୁଦାୟ ୨୮ହଜାର ୪୩୦ କୋଟିର ନିବେଶ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶିଳ୍ପମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବିଭିନ୍ନ ପୁଞ୍ଜି ନିବେଶକାରୀଙ୍କ ସହ ଏମଓୟୁ ସ୍ୱାକ୍ଷର କରିଛନ୍ତି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୪୦ରୁ ୫୦ ପ୍ରତିଶତ ସବଡିଟି ପ୍ରଦାନ କରି ଯୁବ ଶିଳ୍ପଦ୍ୟୋଗୀଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରୋତ୍ସାହନ କରାଯିବ। ଘରୋଇ ସହଭାଗିତାରେ ପ୍ରତି ସବଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରିବାକୁ ପ୍ରୋତ୍ସାଦନ ଦିଆଯିବ।

Tags: odishaUtkarshaodisha
ShareTweetShareSend
Sanchar Live

Sanchar Live

Next Post
ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା

ସୁଭଦ୍ରାରେ ନିଆଗଲା ଆଉ ୩ ପଦକ୍ଷେପ: ଆରମ୍ଭ ହେଲା ଶୁଣ ସୁଭଦ୍ରା, କୁହ ସୁଭଦ୍ରା ଏବଂ ସୁଭଦ୍ରା ସେତୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.