Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ଦିଆଗଲା ରାଷ୍ଟ୍ରୀୟ ମର୍ଯ୍ୟାଦା

Sanchar Live by Sanchar Live
February 28, 2025
in ଓଡିଶା
0
ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ଦିଆଗଲା ରାଷ୍ଟ୍ରୀୟ ମର୍ଯ୍ୟାଦା
0
SHARES
14
VIEWS
FacebookTwitter

ଭୁବନେଶ୍ୱର : ଆରପାରିରେ ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତି ।  ଶୋକସନ୍ତପ୍ତ ପରିବାର, ପ୍ରଶଂସକ ଉତ୍ତମଙ୍କୁ ଶେଷ ବିଦାୟ ଦେଇଛନ୍ତି ।   ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇ ଥିଲା ।  ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି ଲାଗିଛି ।  ଓଡିଆ ସିନେମାର ସେ ଏକମାତ୍ର ନାୟକ ଯେ କିମ୍ବଦନ୍ତୀ ଆଧାରିତ ଫିଲ୍ଲ କରିପାରିଥିଲେ ।   ହେଲେ ଆଉ ନାହାନ୍ତି ସେହି ମହାନ କଳାକାର ।

ତାଙ୍କୁ ଝୁରୁଛନ୍ତି ଗାଁ ମାଟି ଝୁରୁଛି ପଡୋଶୀ ଝୁରୁଛି ସହପାଠୀ , ଏବେ ଅନ୍ତିମ ଦର୍ଶନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଓଲିଉଡ଼ ସହ ଜଡିତ ବ୍ୟକ୍ତିବିଶେଷମାନେ ପହଂଚିଥିବାବେଳେ ବାସଭବନରେ ଶେଷ ଦର୍ଶନ ପରେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଦିଲ୍ଲୀ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଉତ୍ତମ ମହାନ୍ତି ଗତକାଲି ରାତିରେ ଆଖି ବୁଜି ଥିଲେ ।  ଏହାପରେ ଆଜି ଦିଲ୍ଲୀରୁ ବିମାନ ଯୋଗେ ମରଶରୀରକୁ ଭୁବନେଶ୍ବର ଅଣାଯାଇ ଥିଲା। ବିମାନବନ୍ଦରରେ ପହଞ୍ଚିବା ପରେ ବରମୁଣ୍ଡା ଜଗନ୍ନାଥବିହାର ସ୍ଥିତ ବାସଭବନକୁ ନିଆଯାଇଥିଲା ।  ଏବେ ତାଙ୍କ ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ଼ ଲାଗି ଥିଲା । ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ୬୭ ବର୍ଷ ବୟସରେ ଚିରବିଦାୟ ନେଇଛନ୍ତି ଉତ୍ତମ । ସେ ଲିଭର ସିରୋସିସରେ ଆକ୍ରାନ୍ତ ଥିଲେ ।  ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

Tags: gaurd of honourUttammohanty
ShareTweetShareSend
Sanchar Live

Sanchar Live

Next Post
ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର

ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.