Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ

Sanchar Live by Sanchar Live
February 28, 2025
in ଓଡିଶା
0
ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ
0
SHARES
26
VIEWS
FacebookTwitter

ଭୁବନେଶ୍ବର: ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।  ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଆଜି ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା । ଆଜି ଅପରାହ୍‌ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇଥିଲା ।

ଓଲିଉଡ଼ର ଘରେ ଘରେ ପରିଚିତ ଥିବା ଓଡିଶାର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।  ତେବେ ଉତ୍ତମଙ୍କ ମରଶରୀରକୁ ପୁଅ ବାବୁସାନ ମହାନ୍ତି ମୁଖାଗ୍ନି ଦେଇଥିଲେ ।  ଏହି ଶୋକାକୁଳ ପରିବେଶରେ ଉତ୍ତମ ମହାନ୍ତିଙ୍କ ସଂପର୍କୀୟ, ପ୍ରଶଂସକ, ଶୁଭେଚ୍ଛୁ ଆଦି ଉପସ୍ଥିତ ଥିଲେ ।  ଉତ୍ତମଙ୍କ ବିୟୋଗରେ ଓଲିଉଡ୍‌ ତଥା ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି ।

୧୯୫୮ ମସିହା ଡିସେମ୍ବର ୨୩ ତାରିଖରେ ସେ ମୟୂରଭଞ୍ଜର ବାରିପଦାଠାରେ ଜନ୍ମ ଗ୍ରହଣ କରିଥିଲେ । ସେ ଶତାଧିକ ଓଡ଼ିଆ ଚଳଚ୍ଚିତ୍ର ସହ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ ।  ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସହ ଜୟଦେବ ପୁରସ୍କାର ଆଦି ବିଭିନ୍ନ ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଥିଲା ।

୧୯୭୭ ମସିହାରେ ‘ଅଭିମାନ’ ଚଳଚ୍ଚିତ୍ରରୁ ଅଭିନୟ କ୍ଷେତ୍ରକୁ ସେ ପଦାର୍ପଣ କରିଥିଲେ । ଦଣ୍ଡାବାଳୁଙ୍ଗା, ରାମାୟଣ, ଫୁଲଚନ୍ଦନ, ଝିଅଟିସୀତାପରି, ଉଦଣ୍ଡୀ ସୀତା, ସୁନାଢ଼େଇ ଆଦି ଏକାଧିକ ଲୋକପ୍ରିୟ ଚଳଚ୍ଚିତ୍ରରେ ସହ ବିଭିନ୍ନ ଧାରାବାହିକରେ ସେ ଅଭିନୟ କରିଥିଲେ । ଉତ୍ତମ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

Tags: last ritualsUttammohanty
ShareTweetShareSend
Sanchar Live

Sanchar Live

Next Post
ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ

ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.