Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚାଲିଗଲେ ଓଡିଆ ସିନେମା ଜଗତର ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି

Sanchar Live by Sanchar Live
February 27, 2025
in ଓଡିଶା, ମନୋରଞ୍ଜନ
0
ଚାଲିଗଲେ ଓଡିଆ ସିନେମା ଜଗତର ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି
0
SHARES
140
VIEWS
FacebookTwitter

ଚାଲିଗଲେ ଓଡିଆ ସିନେମା ଜଗତର ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିବା ବେଳେ ମେଦାନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ। ୭୦ ବର୍ଷ ବୟଷରେ ତାଙ୍କର ପରଲୋକ ହୋଇଛି।

୧୯୭୭ ମସିହାରେ ସେ ଅଭିମାନ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ଉତ୍ତମ ମହାନ୍ତି ୧୯୫୫ ଏପ୍ରିଲ ୮ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ ନେଇଥିଲେ । ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି । ସୂଚନା ଥାଉକି ୧୯୭୭ ମସିହାରେ ପ୍ରଥମ ସିନେମା ଅଭିମାନରୁ କ୍ୟାରିଅର ଆରମ୍ଭ କରିଥିଲେ । ଦୀର୍ଘଦନ ଧରି ଓଡ଼ିଆ ସିନେମା ଜଗତର ସୁପରଷ୍ଟାର ଥିଲେ ଉତ୍ତମ । ଏବେ ‘ବୋଉ ବୁଟୁ ଭୂତ’ ସିନେମାର ସୁଟିଂ ସମୟରେ ସେ ଅସୁସ୍ଥ ହୋଇପଡ଼ିଥିଲେ ।

ଓଡ଼ିଆ କଥାଚିତ୍ର ଅଭିନେତ୍ରୀ, ଅପରାଜିତାଙ୍କୁ ସେ ବିବାହ କରିଛନ୍ତି । ସେମାନଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଖ୍ୟାତନାମା ଅଭିନେତା । ୧୯୭୭ ମସିହାରେ ସେ ଅଭିମାନ କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ ମଧ୍ୟ ଏହାପରେ ସେ ତାଙ୍କ ପାଠପଢ଼ାରେ ବ୍ୟସ୍ତ ରହିଲେ ଏବଂ ତିନିବର୍ଷ ପରେ ପୁଣି ପତିପତ୍ନୀ ଚଳଚ୍ଚିତ୍ର ଜରିଆରେ କଥାଚିତ୍ରରେ ଅଭିନୟ କରିବା ଆରମ୍ଭ କଲେ ।

ତାଙ୍କୁ ୨୦୧୨ରେ ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ପୁରସ୍କାର ସହ ୨୦୦୮ରେ ଶ୍ରେଷ୍ଠ ଅଭିନେତା, “ଫିଟଫାଟ ବାଇସ୍କୋପ” ପୁରସ୍କାର, ୨୦୦୬ରେ ଇନ୍ଦିରା ଗାନ୍ଧୀ ପ୍ରିୟଦର୍ଶିନୀ ପୁରସ୍କାର, ୧୯୯୯ରେ ଜୟଦେବ ପୁରସ୍କାର ପାଇଥିଲେ। ଏଥିସହିତ ତୋ ବିନୁ ଅନ୍ୟଗତି ନାହିଁ ସିନେମା ପାଇଁ ୧୯୯୧ରେ ଶ୍ରେଷ୍ଠ ସହଅଭିନେତା ସହ ଲଗାତର ତିନି ବର୍ଷ ଧରି ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ୧୯୮୪ରେ ଦଣ୍ଡା ବାଳୁଙ୍ଗା ସିନେମା ପାଇଁ, ୧୯୮୩ରେ ଝିଅଟି ସୀତା ପରି ସିନେମା ପାଇଁ ଓ ୧୯୮୨ରେ ଫୁଲ ଚନ୍ଦନ ସିନେମା ପାଇଁ ଶ୍ରେଷ୍ଠ ଅଭିନେତା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ।

Tags: odia filmollywoodUttammohanty
ShareTweetShareSend
Sanchar Live

Sanchar Live

Next Post
ଦିନ ୧୧ଟା ୩୦ରେ ଭୁବନେଶ୍ବରରେ ପହଞ୍ଚିବ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଦିନ ୧୧ଟା ୩୦ରେ ଭୁବନେଶ୍ବରରେ ପହଞ୍ଚିବ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.