Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଝାରସୁଗୁଡାର ୫୦୦ ଅଙ୍ଗନୱାଡି କେନ୍ଦ୍ରକୁ ‘ନନ୍ଦଘର’ରେ ପରିଣତ କରାଯିବ

ଅନିଲ ଅଗ୍ରୱାଲ ଫାଉଣ୍ଡେସନ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ବୁଝାମଣା

Sanchar Live by Sanchar Live
November 16, 2024
in ଓଡିଶା
0
ଝାରସୁଗୁଡାର ୫୦୦ ଅଙ୍ଗନୱାଡି କେନ୍ଦ୍ରକୁ ‘ନନ୍ଦଘର’ରେ ପରିଣତ କରାଯିବ
0
SHARES
10
VIEWS
FacebookTwitter

ଝାରସୁଗୁଡା: ଶିଶୁ ଦିବସ ଅବସରରେ ଅନିଲ ଅଗ୍ରୱାଲ ଫାଉଣ୍ଡେସନ ଏବଂ ଜିଲ୍ଲା ସାମାଜିକ କଲ୍ୟାଣ କାର୍ଯ୍ୟାଳୟ (ଡିଏସଡବ୍ଲୁଓ) ସହିତ ଝାରସୁଗୁଡାର ୫୦୦ ଅଙ୍ଗନୱାଡି କେନ୍ଦ୍ରକୁ ଅତ୍ୟାଧୁନିକ ନନ୍ଦଘରରେ ପରିଣତ କରିବାକୁ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି, ଯାହାକି ଅତ୍ୟାଧୁନିକ ଅଙ୍ଗନୱାଡି ଭାବେ ମହିଳା ଏବଂ ଶିଶୁ ବିକାଶ କ୍ଷେତ୍ରରେ ଭାବରେ କାର୍ଯ୍ୟ କରିଥାଏ । ଏହି କାର୍ଯ୍ୟକ୍ରମରେ ଝାରସୁଗୁଡା ଜିଲ୍ଲାପାଳ ଶ୍ରୀମତି ଅବୋଲି ନରଭାନେଙ୍କ ସମେତ ରାଜସ୍ୱ ମନ୍ତ୍ରୀ, ଶ୍ରୀ ସୁରେଶ ପୂଜାରୀ, ବିଧାୟକ ଶ୍ରୀ ଟଙ୍କଧର ତ୍ରିପାଠୀ, ଡିଏସଡବ୍ଲୁଓ ପୁଣ୍ୟବତୀ ହେଲେନ ଜେସ୍‌, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ ଗାର୍ଟିଆ ଓ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତି ଥିଲେ।

ବେଦାନ୍ତ ଆଲୁମିନିୟମର ମୁଖ୍ୟ ପରିଚାଳନା ଅଧିକାରୀ ଶ୍ରୀ ସୁନୀଲ ଗୁପ୍ତା କହିଛନ୍ତି, “ବେଦାନ୍ତରେ, ଆମେ ସେବା କରୁଥିବା ସମ୍ପ୍ରଦାୟରେ ସ୍ଥାୟୀ ବିକାଶ ଏବଂ ଅନ୍ତର୍ଭୂକ୍ତ ଅଭିବୃଦ୍ଧି ପାଇଁ ଗଭୀର ଭାବେ ପ୍ରତିବଦ୍ଧ। ନନ୍ଦଘର ପଦକ୍ଷେପ ମାଧ୍ୟମରେ, ଆମେ ଆମର ଯୁବପିଢି ଏବଂ ମହିଳାମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆବଶ୍ୟକ ଉପକରଣ ଯୋଗାଇବା ପାଇଁ ଲକ୍ଷ୍ୟ ରଖିଛୁ । ଜିଲ୍ଲାପାଳ ଶ୍ରୀମତି ଅବୋଲି ନରଭାନେ କହିଛନ୍ତି, “ଝାରସୁଗୁଡାର ଅଙ୍ଗନୱାଡି କେନ୍ଦ୍ରରେ ପରିବର୍ତନ ଆଣିବା ପାଇଁ ବେଦାନ୍ତର ସମର୍ଥନକୁ ଆମେ ସ୍ୱାଗତ କରୁଛୁ। ବିଧାୟକ, ଶ୍ରୀ ଟଙ୍କଧର ତ୍ରିପାଠୀ କହିଛନ୍ତି, “ଏହି ସହଭାଗୀତା ତୃଣମୂଳ ସ୍ତରରେ ସମ୍ପ୍ରଦାୟର ସମ୍ବଳ ବଢାଇବା ପାଇଁ ଏକ ସହଭାଗୀ ଦର୍ଶନକୁ ପ୍ରତିଫଳିତ କରିଛି।

ଆୟୋଜିତ ହୋଇଥିବା ଏମଓୟୁ ସ୍ୱାକ୍ଷର ଶିଶୁ ଦିବସ କାର୍ଯ୍ୟକ୍ରମ “ଡୁକାନ୍ ଜାତ୍ର”ରେ ୬୦ ଟି ବିଦ୍ୟାଳୟର ଛାତ୍ର, ସମ୍ପ୍ରଦାୟର ସଦସ୍ୟ ଏବଂ ବେଦାନ୍ତ ଆଲୁମିନିୟମ୍ କର୍ମଚାରୀ ସ୍ୱେଚ୍ଛାସେବୀଙ୍କ ସମେତ ୩୫୦୦ ରୁ ଅଧିକ ଅଂଶଗ୍ରହଣକାରୀ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପରିଚାଳିତ ୬୦ରୁ ଅଧିକ ଷ୍ଟଲ୍‌ରେ ହସ୍ତତନ୍ତ ଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ପର୍ଯ୍ୟନ୍ତ, ସୃଜନଶୀଳତା ଏବଂ ଉଦ୍ୟୋଗୀ ଦକ୍ଷତା ବୃଦ୍ଧି ପାଇଁ ବିଭିନ୍ନ ପ୍ରକାରର ସ୍ୱୟଂ ଉତ୍ପାଦିତ ଦ୍ରବ୍ୟ ପ୍ରଦର୍ଶିତ କରାଯାଇଥିଲା ।

୨୦୧୫ ରେ ଆରମ୍ଭ ହୋଇଥିବା ନନ୍ଦଘର ୬ ବର୍ଷରୁ କମ୍ ପିଲାମାନଙ୍କୁ ପ୍ରି-ସ୍କୁଲ୍ ପ୍ରସ୍ତୁତି, ପୁଷ୍ଟିକର ଖାଦ୍ୟ ଏବଂ ଗର୍ଭବତୀ ଏବଂ ସ୍ତନ୍ୟପାନ କରାଉଥିବା ମହିଳାଙ୍କ ପାଇଁ ଘରୋଇ ଖାଦ୍ୟ ଯୋଗାଇବା, ଏଏନଏମ କର୍ମଚାରୀ (ସହାୟକ ନର୍ସ /ଧାତ୍ରୀ) ମାଧ୍ୟମରେ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଶିକ୍ଷା କ୍ଷେତ୍ରରେ ସାମଗ୍ରିକ ସେବା ପ୍ରଦାନ କରିବା ଏବଂ ମହିଳାମାନଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ମାଧ୍ୟମରେ ଦକ୍ଷତା ବିକାଶ କରିଥାଏ । ବର୍ତମାନ ଝାରସୁଗୁଡାରେ ୧୭୫ ନନ୍ଦଘର କାର୍ଯ୍ୟକ୍ଷମ, ୧୨୭ ଟି ଗ୍ରାମରେ ୭,୦୦୦ ରୁ ଅଧିକ ପିଲାଙ୍କୁ ଉପକୃତ କରୁଛି । ଝାରସୁଗୁଡା ଏବଂ ନିକଟବର୍ତୀ ଅଂଚଳର ପ୍ରାୟ ୮୦ ଟି ଗ୍ରାମରେ ୩ ଲକ୍ଷରୁ ଅଧିକ ଲୋକଙ୍କୁ ଉପକୃତ କରୁଛି। ଗୋଟିଏ ବର୍ଷ ଏହା ୩୫୦ ରୁ ଅଧିକ ଏସଏଚଜିରୁ ପ୍ରାୟ ୫୦୦୦ ମହିଳାଙ୍କୁ ସଶକ୍ତ କରିଛି, ବାର୍ଷିକ ପ୍ରାୟ ୫୦,୦୦୦ ଲୋକଙ୍କୁ ଦ୍ୱାର ଦେଶରେ ସ୍ୱାସ୍ଥ୍ୟ ସେବା ଯୋଗାଇଥାଏ, ୧୩,୦୦୦ ରୁ ଅଧିକ ଛାତ୍ରଙ୍କୁ ଶିକ୍ଷାଗତ ସହାୟତା ପ୍ରଦାନ କରିଥାଏ, ସମ୍ପ୍ରଦାୟ ସ୍ତରରେ ସ୍ଥାନୀୟ ଲୋକଙ୍କ ସହଭାଗିତାରେ ପ୍ରାୟ ୧.୫୦ ଲକ୍ଷ ବୃକ୍ଷ ରୋପଣ କରାଯାଇଛି ।

 

 

Tags: jharsugudaodishaVedanta
ShareTweetShareSend
Sanchar Live

Sanchar Live

Next Post
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା

ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.