Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବେଦାନ୍ତ ଆଲୁମିନିୟମର ସୌର ଆଲୋକୀକରଣ ୧୦,୦୦୦ ଲୋକଙ୍କୁ ଆଲୋକିତ କରିଛି

Sanchar Live by Sanchar Live
May 12, 2025
in ଓଡିଶା
0
ବେଦାନ୍ତ ଆଲୁମିନିୟମର ସୌର ଆଲୋକୀକରଣ ୧୦,୦୦୦ ଲୋକଙ୍କୁ ଆଲୋକିତ କରିଛି

Oplus_131072

0
SHARES
14
VIEWS
FacebookTwitter

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାର ଝାରପାଲମ, ମୁଣ୍ଡେଲଖେତ, ଗରଞ୍ଜୋର, କୁରାଲୋଇ, ବଞ୍ଜାରୀ, ଲଖନପୁର, ବେଲପାହାଡ଼ି ଗ୍ରାମପଞ୍ଚାୟତରେ ୩୨୧ଟି ସୌରଶକ୍ତି ଚାଳିତ ଷ୍ଟ୍ରିଟ ଲାଇଟ ସ୍ଥାପନ କରିଛି । ଏହି ସବୁଜ ପଦକ୍ଷେପ ୧୦,୦୦୦ ରୁ ଅଧିକ ବାସିନ୍ଦାଙ୍କୁ ପରିବେଶ ଅନୁକୂଳ ଆଲୋକ ପ୍ରଦାନ କରିବା ସହିତ ବାର୍ଷିକ ପ୍ରାୟ ୨୨ ଟନ୍ ଅଙ୍ଗାରକାମ୍ଳ ର୍ନିଗମନ ହ୍ରାସରେ ଯୋଗଦାନ କରିବ ।

ସ୍ଥାନୀୟ ବଜାର, ଗ୍ରାମର ପ୍ରବେଶ ପଥ, ବସ୍ ଷ୍ଟାଣ୍ଡ, ଗୋଷ୍ଠୀ କେନ୍ଦ୍ର, ବିଦ୍ୟାଳୟ ଏବଂ ମୁଖ୍ୟ ରାସ୍ତା ଭଳି ସ୍ଥାନରେ ଲାଗିଥିବା ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ କେବଳ ରାତ୍ରିକାଳୀନ ଦୃଶ୍ୟମାନତା ବୃଦ୍ଧି କରିବ ନାହିଁ, ବରଂ ଏହି ଅଞ୍ଚଳରେ ଯାତାୟାତ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଉନ୍ନତ ସୁରକ୍ଷା ମଧ୍ୟ ସୁନିଶ୍ଚିତ କରିବ, ଯାହା ସ୍ଥାନୀୟ ଗୋଷ୍ଠିର ସାମଗ୍ରିକ ଜୀବନଧାରଣ ମାନରେ ଉଲ୍ଲେଖନୀୟ ଉନ୍ନତି ଆଣିବ । ଏହି ପଦକ୍ଷେପ ବେଦାନ୍ତ ଆଲୁମିନିୟମର ସବୁଜ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଏବଂ ଏହାର କାର୍ଯ୍ୟକ୍ଷମ ଅଞ୍ଚଳରେ ଜୀବନର ଗୁଣବତ୍ତାରେ ଉନ୍ନତି ଆଣିବାରେ ମିଶନର ଏକ ଅଂଶ ।

ଏହି ପଦକ୍ଷେପ ସଂକ୍ରାନ୍ତରେ ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି ଯେ ବେଦାନ୍ତରେ ଆମେ ଯେଉଁ ଅଞ୍ଚଳରେ କାର୍ଯ୍ୟ କରୁଛୁ ସେଠାରେ ସ୍ଥାୟୀ ବିକାଶ ଏବଂ ସମାବେଶୀ ଅଭିବୃଦ୍ଧି ପାଇଁ ଆମେ ଦୃଢ ପ୍ରତିଶ୍ରୁତିବଦ୍ଧ । ସୌର ଆଲୋକୀକରଣ ପ୍ରକଳ୍ପ ଭିତ୍ତିଭୂମି ସହାୟତା ମାଧ୍ୟମରେ ବଞ୍ଚିତ ଶ୍ରେଣୀର ଆବଶ୍ୟକତାକୁ ପୂରଣ କରିବା ଉପରେ ଆମର ଧ୍ୟାନକୁ ପ୍ରତିଫଳିତ କରେ । ଏହି ଆଲୋକଗୁଡ଼ିକ କେବଳ ଗ୍ରାମଗୁଡ଼ିକୁ ଆଲୋକିତ କରୁନାହିଁ, ବରଂ ସ୍ଥାନୀୟ ବ୍ୟବସାୟକୁ ସଶକ୍ତ କରି, ଗମନାଗମନରେ ଉନ୍ନତି ଆଣି ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ବୃଦ୍ଧି କରି ସାମାଜିକ-ଅର୍ଥନୈତିକ ପ୍ରଗତିର ପଥକୁ ଅଧିକ ଆଲୋକିତ କରୁଛି ।

ବେଦାନ୍ତର ପ୍ରୟାସକୁ ପ୍ରଶଂସା କରି ସୁନ୍ଦରଗଡ ଜିଲ୍ଲା ହେମଗିରି ବ୍ଲକ ଅର୍ନ୍ତଗତ ମୁଣ୍ଡରଖେତ ପଞ୍ଚାୟତର ସରପଞ୍ଚ ଶ୍ରୀ ସନ୍ନ୍ୟାସୀ ବାଗ କହିଛନ୍ତି ଯେ ଏଭଳି ପଦକ୍ଷେପ କେବଳ ଆମ ଗ୍ରାମଗୁଡ଼ିକୁ ଆଲୋକିତ କରିନାହିଁ, ବରଂ ଆମ ସମସ୍ତଙ୍କୁ ସୁରକ୍ଷିତ ମଧ୍ୟ କରିଛି । ଆମ ଅଞ୍ଚଳର ର୍ନିଦ୍ଦିଷ୍ଟ ଆବଶ୍ୟକତାକୁ ପୂରଣ କରିବାରେ ବେଦାନ୍ତର ପ୍ରୟାସକୁ ଆମେ ପ୍ରଶଂସା କରୁଛୁ । ବେଦାନ୍ତ ଆଲୁମିନିୟମ ଶିକ୍ଷା, ସ୍ୱାସ୍ଥ୍ୟସେବା, ସ୍ଥାୟୀ ଜୀବିକା, ଭିତ୍ତିଭୂମି ଏବଂ ତୃଣମୂଳ କ୍ରୀଡ଼ା ଏବଂ ସଂସ୍କୃତିକୁ ପ୍ରୋତ୍ସାହିତ କରିବା ସହିତ ସ୍ଥାନୀୟ ଗୋଷ୍ଠିକୁ ସଶକ୍ତ କରିବା ପାଇଁ ଉତ୍ସର୍ଗୀକୃତ ।

ଏହି ପ୍ରୟାସ ବେଦାନ୍ତ ଆଲୁମିନିୟମର କାର୍ଯ୍ୟକ୍ଷମ କ୍ଷେତ୍ର ମଧ୍ୟରେ ଏବଂ ବାହାରେ ପରିବର୍ତ୍ତନ ଆଣିବା, ଓଡ଼ିଶାର ସାମଗ୍ରିକ ଅଭିବୃଦ୍ଧି ଏବଂ ପ୍ରଗତି ଦିଗରେ ଗୋଷ୍ଠି ଯୋଗଦାନର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବଦ୍ଧତାକୁ ରେଖାଙ୍କିତ କରୁଛି । ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ଗୋଷ୍ଠୀ ଅଂଶୀଦାରମାନଙ୍କ ସହିତ ଘନିଷ୍ଠ ସହଯୋଗ କରି, କମ୍ପାନୀ ନିଶ୍ଚିତ କରେ ଯେ ଏହାର ହସ୍ତକ୍ଷେପ ବାସ୍ତବ କ୍ଷେତ୍ରରେ ସାମାଜିକ-ଅର୍ଥନୈତିକ ପ୍ରଗତି ଆଡ଼କୁ ନେଇଯିବ ।

Tags: solar lightVedanta
ShareTweetShareSend
Sanchar Live

Sanchar Live

Next Post
ଆତଙ୍କବାଦୀ ମାନଙ୍କୁ ଛଡ଼ାଯିବ ନାହିଁ, କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ : ମୋଦି

ଆତଙ୍କବାଦୀ ମାନଙ୍କୁ ଛଡ଼ାଯିବ ନାହିଁ, କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ : ମୋଦି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.