Saturday, February 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ଭିଇଦକ୍ଷତା’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

Sanchar Live by Sanchar Live
December 13, 2024
in ଓଡିଶା
0
ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ଭିଇଦକ୍ଷତା’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ
0
SHARES
11
VIEWS
FacebookTwitter

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ବିଲେଇମୁଣ୍ଡା ଗ୍ରାମରେ ଏକ ନୂତନ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ‘ଭିଇଦକ୍ଷତା’ ପ୍ରତିଷ୍ଠା କରାଯାଇଛି । ଏହି ପ୍ରଶିକ୍ଷଣ କେନ୍ଦ୍ରରେ ଏହି ଅଞ୍ଚଳର ଗରିବ ଯୁବକମାନଙ୍କୁ ନିଯୁକ୍ତି ସହ ଜଡିତ ତାଲିମ ପ୍ରଦାନ କରାଯିବ ଏବଂ ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବ୍ଲକ ଓ ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବ୍ଲକର ଆଶାୟୀ ଯୁବକଯୁବତୀଙ୍କୁ ସେବା ଯୋଗାଇ ଦିଆଯିବ । ହେମଗିର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜିଏମ୍‌ଏସ୍ ସଭାପତି ଗୋପାଳ ପଧାନ, ମୁଣ୍ଡେଲଖେତ ସରପଞ୍ଚ ସନ୍ୟାସୀ ବାଗ ଓ ଗର୍ଜନଜୋର ସରପଞ୍ଚ ସୁନନ୍ଦା କାଲୋଙ୍କ ସମେତ ଅନ୍ୟ ଅତିଥିମାନଙ୍କ ଉପସ୍ଥିତିରେ ସୁନ୍ଦରଗଡ଼ ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥୀ ସରାବୁ ଏହି ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ରକୁ ଉଦଘାଟନ କରିଥିଲେ ।

ବେଦାନ୍ତ ଆଲୁମିନିୟମ ସ୍କୁଲନେଟ୍ ଇଣ୍ଡିଆ ଲିମିଟେଡ୍ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍ ଏସ୍ ଡିସି)ର ମିଳିତ ଉଦ୍ୟୋଗ ଲର୍ଣ୍ଣନେଟ୍ ସ୍କିଲ୍ସ ଲିମିଟେଡ୍ ସହ ଭାଗିଦାରୀ କରିଛି । ଏହି କେନ୍ଦ୍ରରେ ସିଲେଇ ତାଲିମ, ବୈଦ୍ୟୁତିକ ରକ୍ଷଣାବେକ୍ଷଣ ଏବଂ ଖାଦ୍ୟ ଓ ପାନୀୟ ସେବା ଉପରେ ପାଠ୍ୟକ୍ରମ ପ୍ରଦାନ କରାଯାଏ । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ଆଗାମୀ ତିନି ବର୍ଷ ମଧ୍ୟରେ ୭୦୦ ଗ୍ରାମୀଣ ଯୁବକଙ୍କୁ ଆତ୍ମନିର୍ଭରଶୀଳ କରିବା ।

ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପ୍ରଥମ ବ୍ୟାଚ୍ ପାଇଁ ୧୦୫ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିବାବେଳେ ‘ଭିଇଦକ୍ଷତା’ ପ୍ରତି ସ୍ଥାନୟୀ ଲୋକେ ଆଗ୍ରହ ଦେଖାଇଛନ୍ତି । ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ରରେ ଉନ୍ନତ ଭିତ୍ତିଭୂମି ରହିଛି, ଯେଉଁଥିରେ ଏକ ବହୁମୁଖୀ ହଲ୍‌, ଏକ ଡିଜିଟାଲ୍ ପ୍ରଶିକ୍ଷଣ କକ୍ଷ, ବିଭିନ୍ନ ବ୍ୟବସାୟ ପାଇଁ ପ୍ରଶିକ୍ଷଣ କକ୍ଷ ଏବଂ ଉଭୟ ବାଳକ ଓ ବାଳିକାଙ୍କ ପାଇଁ ପୃଥକ ହଷ୍ଟେଲ ସୁବିଧା ରହିଛି ।

ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି ଯେ ଯୁବବର୍ଗଙ୍କୁ ଦକ୍ଷ କରିବା ସହିତ ଏହି ଅଞ୍ଚଳର ସାମାଜିକ-ଅର୍ଥନୈତିକ ଢାଞ୍ଚାର ଉନ୍ନତି ପାଇଁ ଆମର ଲକ୍ଷ୍ୟର କେନ୍ଦ୍ରବିନ୍ଦୁ । ବେଦାନ୍ତ ଆଲୁମିନିୟମର କୋଇଲା ଖଣିର ସିଓଓ କଂସଜିତ ଭାଉମିକ କହିଛନ୍ତି, ‘ଭିଇଦକ୍ଷତା’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ରର ଶୁଭାରମ୍ଭ ବେଦାନ୍ତର ଲକ୍ଷ୍ୟଭିତ୍ତିକ ଦକ୍ଷତା ବିକାଶ ପଦକ୍ଷେପ ମାଧ୍ୟମରେ ଆତ୍ମର୍ନିଭରଶୀଳ କରିବାର ଦୃଷ୍ଟିକୋଣକୁ ପ୍ରତିଫଳିତ କରୁଛି । କମ୍ପାନୀର ଉଦ୍ୟମ ସମ୍ପର୍କରେ ସୂଚନା ଦେଇ ସୁନ୍ଦରଗଡ଼ ଉପଜିଲ୍ଲାପାଳ ଦଶରଥୀ ସରାବୁ କହିଛନ୍ତି, ‘ଭିଇଦକ୍ଷତା\’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଏହି ଅଞ୍ଚଳ ପାଇଁ ଏକ ପରିବର୍ତନମୂଳକ ପଦକ୍ଷେପ । ଏହି ପଦକ୍ଷେପ କେବଳ ଯୁବବର୍ଗଙ୍କ ଉନ୍ନତି ନୁହେଁ ବରଂ ଜିଲ୍ଲାର ଅର୍ଥନୈତିକ ଉନ୍ନତିକୁ ମଧ୍ୟ ପ୍ରୋତ୍ସାହିତ କରୁଛି ।

Tags: odishaVedanta
ShareTweetShareSend
Sanchar Live

Sanchar Live

Next Post
ହଲ୍‌ରେ ଦଳାଚକଟା ମାମଲା: ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ…

ହଲ୍‌ରେ ଦଳାଚକଟା ମାମଲା: ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ…

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଆଜିଠୁ ଟି-୨୦ ବିଶ୍ୱକପ, ଭାରତ ଓ ୟୁଏସଏ ଲଢ଼େଇ
  • ଓଲା, ଉବର ଏବଂ ରାପିଡୋ ସହିତ ଜଡିତ ଡ୍ରାଇଭରଙ୍କ ଧର୍ମଘଟ
  • ଓଡ଼ିଆ ନେଭି କ୍ୟାଡେଟ୍‌ ସାର୍ଥକ ମହାପାତ୍ର ନିଖୋଜ ଘଟଣା : ନବୀନଙ୍କ ଉଦବେଗ
  • ରାଜ୍ୟର ବିଭିନ୍ନ ଜିଲ୍ଲା କୋର୍ଟକୁ ପୁଣି ଆସିଲା ବୋମା ଧମକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.