ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ

0
SHARES
15
VIEWS

ଭୁବନେଶ୍ବର: ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। କମିସନରେଟ ପୁଲିସ ଟ୍ବିନସିଟିରେ ସ୍ପେଶାଲ ଡ୍ରାଇଭ କରିବ।

Next Post

Leave a Reply

Your email address will not be published. Required fields are marked *

I agree to the Terms & Conditions and Privacy Policy.