Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜି ଘୋଷଣା ହୋଇପାରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ…

Sanchar Live by Sanchar Live
August 17, 2025
in ଭାରତ
0
ଆଜି ଘୋଷଣା ହୋଇପାରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ…
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ପାଖେଇ ଆସୁଛି ଉପରାଷ୍ଟ୍ରପତି ନିର୍ବାଚନ । ନା ଏନଡିଏ ନା ଇଣ୍ଡି ମେଣ୍ଟ ପକ୍ଷରୁ ପ୍ରାର୍ଥୀ ହେଲାଣି ଘୋଷଣା । ସେପଟେ ଆଜି ଚୂଡ଼ାନ୍ତ ହୋଇପାରେ ଏନଡିଏ ପ୍ରାର୍ଥୀଙ୍କ ନାଁ । ଆଜି ବସିବାକୁ ଥିବା ବିଜେପି ସଂସଦୀୟ ଦଳ ବୈଠକରେ ନାଁ ହୋଇପାରେ ଘୋଷଣା । ସଂସଦୀୟ ଦଳ ବୈଠକ ପୂର୍ବରୁ ଶୁକ୍ରବାର ବିଜେପି ସଭାପତି ଜେ.ପି. ନଡ୍ଡାଙ୍କ ବାସଭବନରେ ଏକାଠି ହୋଇଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଦେଶର ଦ୍ବିତୀୟ ସାମ୍ବିଧାନିକ ମୁଖ୍ୟଙ୍କ ନାମ ଚୟନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ସଭାପତି ନଡ୍ଡାଙ୍କ ଉପରେ ଦାୟିତ୍ବ ନ୍ୟସ୍ତ କରିଥିଲା ଏନଡିଏ । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ କିଛି ନାଁ ଚୟନ କରାଯାଇଥିବା ସୂଚନା ମିଳିଛି । ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟାନାଇଡୁ, ଆରଏସଏସ ନେତା ଶେଷାଦ୍ରୀ ଚାରୀ ଓ କେତେକ ପୂର୍ବତନ ରାଜ୍ୟପାଳଙ୍କ ନାମକୁ ନେଇ ଏହି ବୈଠକରେ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି । ଗତ ଅଗଷ୍ଟ ୭ରେ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ବିଜ୍ଞପ୍ତି ଜାରି ହୋଇଥିବାବେଳେ ଆସନ୍ତା ଅଗଷ୍ଟ ୨୧ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ । ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ଅଗଷ୍ଟ ୨୫ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ସେପ୍ଟେମ୍ବର ୯ରେ ହେବ ଭୋଟ ।

ShareTweetShareSend
Sanchar Live

Sanchar Live

Next Post
ପ୍ରବଳ ବର୍ଷିବ, ସତର୍କ ରୁହନ୍ତୁ ଏହିସବୁ ଜିଲ୍ଲା…

ପ୍ରବଳ ବର୍ଷିବ, ସତର୍କ ରୁହନ୍ତୁ ଏହିସବୁ ଜିଲ୍ଲା...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.