Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ଲାଞ୍ଚନେଇ ଧରାପଡ଼ିଲେ ସୁପରଭାଇଜର

Sanchar Live by Sanchar Live
March 27, 2025
in ଅପରାଧ
0
0
SHARES
9
VIEWS
Facebook
Twitter

Related posts

ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର

ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର

November 7, 2026
ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026

ସଂଚାର ବ୍ୟୁରୋ: ଅଙ୍ଗନବାଡ଼ି କର୍ମଚାରୀଙ୍କ ଠାରୁ ଲାଞ୍ଚନେଇ ଧରାପଡ଼ିଲେ ସୁପରଭାଇଜର । ଭିଜିଲାନ୍ସ କବଜାରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ମହିଳା ଶିଶୁ ବିକାଶ ପ୍ରକଳ୍ପର ସୁପରଭାଇଜର ରେଣୁକା ପଟ୍ଟନାୟକ । ବୁର୍ଜା ଅଙ୍ଗନବାଡି କେନ୍ଦ୍ରରେ ନୂତନ ଭାବେ ନିଯୁକ୍ତି ପାଇଥିବା ଜଣେ ଅଙ୍ଗନବାଡି କର୍ମୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଜୟପୁରର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ । ନୂତନ ଭାବେ ନିଯୁକ୍ତି ପାଇଥିବା ପିପଳପଦର ଗାଁର ଅଙ୍ଗନବାଡି କର୍ମୀ ଟଙ୍କା ଦେବା ପୂର୍ବରୁ ଭିଜିଲାନ୍ସକୁ ଯୋଗାଯୋଗ କରିଥିଲେ । ବର୍ତ୍ତମାନ ଏହି ଟଙ୍କା କାହାପାଇଁ ସୁପର ଭାଇଜର ଜଣକ ନେଉଥିଲେ ଓ ଏଥିରେ ଆଉ କାହା କାହା ସମ୍ପୃକ୍ତି ଅଛି ସେନେଇ ଭିଜିଲାନସ ତଦନ୍ତ ଜାରି ରଖିଛି ।

Tags: jaypurvigilance raid

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.