Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବନ୍ଧା ହେଲେ କୋଟିପତି ବାବୁ

Sanchar Live by Sanchar Live
March 7, 2025
in ଅପରାଧ
0
ବନ୍ଧା ହେଲେ କୋଟିପତି ବାବୁ
0
SHARES
26
VIEWS
FacebookTwitter

ଭୁବନେଶ୍ୱର : ବନ୍ଧା ହେଲେ କୋଟିପତି ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ-STA ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି ଗିରଫ । ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଛି । ଭୁବନେଶ୍ବର, ପୁରୀ, ଖୋର୍ଦ୍ଧା, କଟକ ସମେତ ଏକକାଳୀନ ୯ଟି ସ୍ଥାନରେ ସ୍ଥାନରେ ଚଢ଼ଉ କରିଥିଲା ଭିଜିଲାନ୍ସ । ପୁଳାପୁଳା ଟଙ୍କା ସହ ପ୍ଲଟ, ଫ୍ଲାଟ୍ ଆଉ ବହୁ ପରିମାଣର ସୁନା ଜବତ ହୋଇଥିଲା। ପ୍ରଦୀପ ମହାନ୍ତିଙ୍କର ତିନୋଟି ବହୁ ତଳ କୋଠା, ତିନୋଟି ଫ୍ଲାଟ ଠାବ ହୋଇଛି ।

ଭୁବନେଶ୍ୱର, ଖୋର୍ଦ୍ଧା, ରଣପୁର ଓ ନୟାଗଡ଼ରେ ରହିଛି ୧୧ଟି ପ୍ଲଟ । ସେ ଭୁବନେଶ୍ବରରେ ଏକ ଫୋର ବିଏଚକେ ଫ୍ଲାଟ କିଣିବା ପାଇଁ ସେ ୧ କୋଟି ଟଙ୍କା ଅଗ୍ରୀମ ଦେଇଥିଲେ। ପୁରୀରେ ରହିଛି ତାଙ୍କର ଦୁଇଟି ବେନାମୀ ଫ୍ଲାଟ । ରଣପୁରରେ ୧୪ ଏକରର ଏକ ଫାର୍ମ ହାଉସ । ୩୦୦ ଗ୍ରାମର ସୁନା ବିସ୍କୁଟ ସହିତ ଦୁଇ କିଲୋ ଏକ ଶହ ଗ୍ରାମ ସୁନା ଓ ନଗଦ ୧୭ ଲକ୍ଷ ୫୫ ହଜାର ଟଙ୍କା ଜବତ ହୋଇଛି । ଏହା ସହ ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କର ୧୭ ଲକ୍ଷ ଟଙ୍କା ବ୍ୟାଙ୍କ ଡିପୋଜିଟ୍, ଦୁଇଟି ବେନାମୀ କାର୍ ଠାବ ହୋଇଥିଲା ।

Tags: arrestodishavigilanceraid
ShareTweetShareSend
Sanchar Live

Sanchar Live

Next Post
ପରକୀୟା ପ୍ରୀତି ସନ୍ଦେହରେ ଇଟାରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

ପରକୀୟା ପ୍ରୀତି ସନ୍ଦେହରେ ଇଟାରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.