Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ, ଭିଡିଓ ଜରିଆରେ ଉଦ୍ଧାର ପାଇଁ ନିବେଦନ

Sanchar Live by Sanchar Live
January 6, 2025
in ଓଡିଶା
0
ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ, ଭିଡିଓ ଜରିଆରେ ଉଦ୍ଧାର ପାଇଁ ନିବେଦନ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ । ଭିଡିଓ ଜରିଆରେ ଉଦ୍ଧାର ପାଇଁ ନିବେଦନ କଲେ ଦାଦନ ଶ୍ରମିକ । ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ମହୁଲବାହାଲି ଗାଁର ଦାଦନ ଶ୍ରମିକମାନେ ହାଇଦ୍ରାବାଦ ବନଗିରି ଗାଁର ଶୁଲିଆପାଲିରେ ଥିବା ଇଟା କାରଖାନାରେ କାମ କରୁଛନ୍ତି । ଇଟା ଭାଟିରେ କାମ କରୁଥିବା ଅନେକ ଶ୍ରମିକ ଏବେ ଡାଇରିଆରେ ଆକ୍ରାନ୍ତ ଅଛନ୍ତି । ସେମାନଙ୍କ ମଧ୍ୟରୁ କେତେକଙ୍କ ମୃତ୍ୟୁ ମଧ୍ୟ ହୋଇଗଲାଣି । ଇଟାଭାଟି ମାଲିକ ସେମାନଙ୍କର ଉଚିତ ଚକିତ୍ସା କରୁନଥିବା ସହ ଘରକୁ ଫେରିବାକୁ ମଧ୍ୟ ଅନୁମତି ଦେଉନାହାନ୍ତି । ଘରକୁ ଫେରିବା ପାଇଁ କହିବାରୁ ଇଟାଭାଟି ମାଲିକ ନିର୍ଯାତନା ଦେଉଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି । ଏକ ଭିଡିଓ ଜାରି କରି ଉଦ୍ଧାର ପାଇଁ ନିବେଦନ କରିଛନ୍ତି ଶ୍ରମିକମାନେ । ଏନେଇ ବଲାଙ୍ଗୀର ଜିଲ୍ଲାପାଳ କହିଛନ୍ତି ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ସେମାନଙ୍କୁ ଉଦ୍ଧାର କରାଯିବ ।

Tags: dadanviral video
ShareTweetShareSend
Sanchar Live

Sanchar Live

Next Post
ନବନିର୍ମାଣ କୃଷକ ସଂଗଠନ ତରଫରୁ ବରୀ ତହସିଲ ଘେରାଉ

ନବନିର୍ମାଣ କୃଷକ ସଂଗଠନ ତରଫରୁ ବରୀ ତହସିଲ ଘେରାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.