Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼, ଭିଡିଓ ଭାଇରାଲ

Sanchar Live by Sanchar Live
August 16, 2025
in ରାଜନୀତି
0
କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼, ଭିଡିଓ ଭାଇରାଲ
0
SHARES
219
VIEWS
FacebookTwitter

ତାରାଙ୍କୁ ଶକ୍ତ ଚାପୁଡ଼ା । ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼ ।  ଗତ ୧୪ ତାରିଖ ରାତିରେ କୋରାପୁଟ ବସଷ୍ଟାଣ୍ଡ ଠାରେ ଜଣେ ବ୍ୟକ୍ତି ତାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ବସଷ୍ଟାଣ୍ଡରେ ମସାଲ ଶୋଭାଯାତ୍ରାବେଳେ ମାଡ଼ ମାରିଥିଲେ କୃଷ୍ଣ କୁଲଦୀପ। ଏନେଇ ବିଧାୟକ ତାରା ବାହିନୀପତିଙ୍କ ପିଏସଓ ଥାନାରେ କୃଷ୍ଣ କୁଲଦୀପଙ୍କ ନାଁରେ ଏତଲା ଦେଇଛନ୍ତି ।

ଅନ୍ୟପକ୍ଷରେ କୃଷ୍ଣ କୁଲଦୀପ ମଧ୍ୟ ଥାନାରେ ତାରା ପ୍ରସାଦ ବାହିନୀପତି ଓ ତାଙ୍କ ଦୁଇ ଭାଇ ଟୁନା ବାହିନୀପତି ଏବଂ ଭଗବାନ ବାହିନୀପତିଙ୍କ ନାମରେ ପାଲଟା ଏତଲା ଦେଇଛନ୍ତି । କୃଷ୍ଣ କୁଲଦୀପ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତିଯେ, ତାରା ବାହିନୀପତି ଓ ତାଙ୍କ ୨ ଭାଇ ମତେ ମାରିବାକୁ ଷଡ଼ଯନ୍ତ୍ର କରିଥିଲେ । ସେ ବିଷୟରେ ବୁଝିବାକୁ ଯିବାବେଳେ ତାରାବାହିନୀପତିଙ୍କ ଲୋକମାନେ ମତେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରି ଜୀବନରେ ମାରିଦେବାକୁ ଧମକ ଦେବା ସହ ନିସ୍ତୁକ ମାଡ଼ ମାରିଥିଲେ ।  ଏନେଇ ତାରାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ସୋସିଆଲ ମିଡିଆରେ ଏହି ଭିଡିଓ ଏବେ ଭାଇରାଲ ହେବାର ଲାଗିଛି । ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

Tags: attackcrimetara bahinipati
ShareTweetShareSend
Sanchar Live

Sanchar Live

Next Post
ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ବିୟୋଗ

ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ବିୟୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.