Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ବିରାଟ କୋହଲି

Sanchar Live by Sanchar Live
May 12, 2025
in କ୍ରୀଡ଼ା
0
ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ବିରାଟ କୋହଲି
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଟେଷ୍ଟ କ୍ରିକେଟରେ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା । ରୋହିତ ଶର୍ମାଙ୍କ ପରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି । ପୂର୍ବରୁ ଅବସର ନେବା ନେଇ ଚର୍ଚ୍ଚା ହୋଇଥିବା । ଏଣୁ ସେ ନିଷ୍ପତ୍ତି ବଦଳାଇବେ ବୋଲି ବିସିସିଆଇ ପକ୍ଷରୁ ଆଲୋଚନା ହୋଇଥିଲା । ମାତ୍ର ଏବେ ସେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଟି-୨୦ ବିଶ୍ବକପ ପରେ ଟି-୨୦ରୁ ଅବସର ଘୋଷଣା କରିଥିଲେ । ଏବେ ଟେଷ୍ଟରୁ ଅବସର ଘୋଷଣା କରିଥିବାବେଳେ ଆଗାମୀ ଦିନରେ କେବଳ ଦିନିକିଆରେ ଖେଳ ଜାରି ରଖିବେ । ବିରାଟ ଭାରତ ପାଇଁ ୧୨୩ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି । ତାଙ୍କ ନାମରେ ଅନେକ ରେକର୍ଡ ରହିଥିବାବେଳେ ୨୦୧୧ ମସିହାରେ ଓ୍ବେଷ୍ଟ ଇଣ୍ଡିଜ ବିପକ୍ଷରେ ଟେଷ୍ଟରେ ଡେବ୍ୟୁ କରିଥିଲେ କୋହଲି । ବିରାଟ ନିଜର ଶେଷ ଟେଷ୍ଟ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିଲେ ।

Tags: retairmenttest cricketVirat kohli
ShareTweetShareSend
Sanchar Live

Sanchar Live

Next Post
ଖଣି ବିଭାଗର ରେଡ଼ : ୩ଟି ଟ୍ରାକ୍ଟର ଜବତ

ଖଣି ବିଭାଗର ରେଡ଼ : ୩ଟି ଟ୍ରାକ୍ଟର ଜବତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.