Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି  ଛତିଶଗଡ଼ ପୁଲିସ

Sanchar Live by Sanchar Live
January 10, 2025
in ଓଡିଶା
0
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି  ଛତିଶଗଡ଼ ପୁଲିସ
0
SHARES
36
VIEWS
FacebookTwitter

ଝାରସୁଗୁଡ଼ାରେ ଦେଖିବାକୁ ମିଳିଛି ଏକ ପଲଟିକାଲ ହାଇଡ୍ରାମା।  ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି  ଛତିଶଗଡ଼ ପୁଲିସ । ମହାସମୁଦ ଜିଲ୍ଲା ଅନ୍ତର୍ଗତ ସରେଇପାଲି ଥାନା ପୁଲିସ ବିଶାଳଙ୍କୁ ଅଟକ ରଖିଛି । ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି । ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ ରହିଥିବା ଜଣାଯାଇଛି। ତେବେ ଏପରି ଗଣତନ୍ତ୍ର ଚଳିବ ନାହିଁ,  ତୁରନ୍ତ ଆମ ମୁକୁଳିବା ବ୍ୟବସ୍ଥା କର ବୋଲି କହି ସେ ରାଜ୍ୟ ସରକାରୀଙ୍କୁ ଜଣାଇଛନ୍ତି

ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ । ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୁଲିସର ପ୍ରତିକ୍ରିୟା ମିଳିନି।

ଗତକାଲି ସମ୍ବଲପୁର ଅଇଁଠାପାଲିସ୍ଥିତ ବିଶାଲଙ୍କ ହୋଟେଲରେ ଯାଞ୍ଚ କରିଥିଲା ସରେଇପାଲି ଥାନା ପୁଲିସ ସହ ସ୍ଥାନୀୟ ପୁଲିସ୍‌। ସେମାନଙ୍କ ମଧ୍ୟରେ କିଛି ସାଦା ପୋଷାକଧାରୀ ବି ଥିଲେ।  ତେବେ ବିନା ସର୍ଚ୍ଚ ୱାରେଣ୍ଟରେ ପୁଲିସ କାହିଁକି ହୋଟେଲରେ ପଶି ଯାଞ୍ଚ କଲା, ସେ ନେଇ ବିଶାଲ ଆପତ୍ତି ଉଠାଇବା ସହ ଉତ୍ତରାଞ୍ଚଳ IG ହିମାଂଶୁ ଲାଲଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହା ପଛରେ କିଛି ରାଜନୈତିକ ଚାପ ଥାଇପାରେ ବୋଲି କହିଛନ୍ତି ବିଶାଲ।

ଏଥିସହ ପୂର୍ବରୁ ମୋ ପରିବାର ସହ ଯାହା ଘଟିଛି, ଝାରସୁଗୁଡ଼ା ପୁଲିସକୁ ଦେଖିଲେ ଏବେ ଡର ଲାଗୁଛି ବୋଲି କହିଛନ୍ତି ପୂର୍ବତନ ମନ୍ତ୍ରୀ ନବଦାସଙ୍କ ପୁଅ ବିଶାଲ ଦାସ। ବିଶାଲ ଫେରାଦ ହେବା ପରେ ଅଭିଯୋଗର ତଦନ୍ତ ହେବ ବୋଲି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ କହିଛନ୍ତି।

ଅନାସ୍ଥା ଭୋଟକୁ ନେଇ ଘୋଡ଼ା ବେପାର ହେବା ଆଶଙ୍କାରେ କିଛି ସମିତିସଭ୍ୟ ଓ ସରପଞ୍ଚଙ୍କୁ ଗତ କିଛି ଦିନ ହେବ ଛତିଶଗଡ଼ର ବିଭିନ୍ନ ହୋଟେଲରେ ରଖାଯାଇଥିଲା। ସେମାନଙ୍କୁ ଉଦ୍ଧାର କରି ଛତିଶଗଡ଼ ପୁଲିସ୍‌ ସରେଇପାଲ୍ଲୀ ଥାନାରେ ଅଟକ ରଖିଥିବା ବେଳେ ଗତକାଲି ରାତିରେ ସେମାନଙ୍କୁ ଭେଟିବାକୁ ବିଶାଲ ଦାସ ପହଞ୍ଚିଥିଲେ। ମାତ୍ର ତାଙ୍କୁ ବି ପୁଲିସ୍‌ ଅଟକ ରଖିଥିବା ଜଣାଯାଇଛି। ସେଠାରୁ ବିଶାଲ ଦାଶ ଭି଼ଡିଓ କରି ମୁକୁଳାଇବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି।

Tags: chatishgarhvishal dash
ShareTweetShareSend
Sanchar Live

Sanchar Live

Next Post
କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର

ରାଜ୍ୟରେ ଜାରି ରହିବ ଆଉ ୨ ଦିନ ଶୀତ, ଘନ କୁହୁଡ଼ି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.