Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

Sanchar Live by Sanchar Live
January 14, 2025
in ଓଡିଶା
0
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
0
SHARES
21
VIEWS
FacebookTwitter

ସଂଚାର ବ୍ୟୁରୋ: ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବଡ଼ ପଦକ୍ଷେପ । ଚଳିତ ବର୍ଷ ଠାରୁ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ । ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଓ ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ଅନୁଯାୟୀ ୱାଟର ମାର୍କର ବ୍ୟବସ୍ଥା ହେବ । ଫଳରେ ପ୍ରଶ୍ନପତ୍ର ଯଦି ଭାଇରାଲ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କ ଠାରୁ ଉତ୍ତୋଳନ କରାଯାଇଛି ତାହା ସହଜରେ ଜଣାପଡିବ । ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ ପରୀକ୍ଷା ପରିଚାଳନା ବୋର୍ଡ ଅନୁଧ୍ୟାନ କରିବା ପରେ ଏହି ୱାଟର ମାର୍କ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ବୋର୍ଡର ପରୀକ୍ଷା ପରିଚାଳନା କମିଟି ଏହି ୱାଟର ମାର୍କ ବ୍ୟବସ୍ଥାକୁ ଅନୁମତି ପ୍ରଦାନ କରିଛି । ପରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ଟେଷ୍ଟ ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲାଗୁ କରାଯିବ । ଏହି ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ରୋକାଯାଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ।

Tags: Matric examodishawater mark
ShareTweetShareSend
Sanchar Live

Sanchar Live

Next Post
ସୀମା ପ୍ରସଙ୍ଗରେ ଭାରତ-ବାଂଲାଦେଶ ମଧ୍ଯରେ କାହିଁକି ବଢୁଛି ତିକ୍ତତା?

ସୀମା ପ୍ରସଙ୍ଗରେ ଭାରତ-ବାଂଲାଦେଶ ମଧ୍ଯରେ କାହିଁକି ବଢୁଛି ତିକ୍ତତା?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.