Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ହାଡ଼ଭଙ୍ଗା ଶୀତରେ ଥରୁଛି  ସାରା ରାଜ୍ୟ

Sanchar Live by Sanchar Live
January 9, 2026
in ଓଡିଶା
0
ହାଡ଼ଭଙ୍ଗା ଶୀତରେ ଥରୁଛି  ସାରା ରାଜ୍ୟ
0
SHARES
18
VIEWS
FacebookTwitter

ଭୁବନେଶ୍ୱର: ହାଡ଼ଭଙ୍ଗା ଶୀତରେ ଥରୁଛି  ସାରା ରାଜ୍ୟ । ଅସହ୍ୟ ଥଣ୍ଡା ସାଙ୍ଗକୁ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ପ୍ରବଳ ଜାଡରେ ଥରୁଛି ଶିମିଳିପାଳ । ଶିମିଳିପାଳରେ ତୁଷାର ପାତ ହୋଇଥିବା ଜଣାପଡିଛି । ଶିମିଳିପାଳରେ -୧° ଡିଗ୍ରୀକୁ ଖସିଲା ପାରଦ । ଗତ ଦୁଇ ଦିନଧରି ଶିମିଳିପାଳରେ ଶୂନ୍ ଡିଗ୍ରୀକୁ ତାପମାତ୍ରା ଥିବା ବେଳେ ଆଜି -୧ ଡିଗ୍ରୀକୁ ଖସିଛି ପାରଦ ।  ଚହଲା ଏବଂ ଗୁଡ଼ିଗୁଡ଼ିଆରେ ୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।  ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଶିମିଳିପାଳର ବିଭିନ୍ନ ଅଞ୍ଚଳରେ ତୁଷାର ପାତ ହେଇଛି । ଶିମିଳିପାଳ ଅଭୟାରଣ୍ୟ ଏବଂ ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ, ରରୁଆଁ ଓ ଶୁକୃଳି ବ୍ଲକ ଅଞ୍ଚଳରେ ଘନ କୁହୁଡି ସାଙ୍ଗକୁ ଶୀତର ଲହରୀ ଜାରି ରହିଛି

ସେପଟେ ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ୫ଟା ସୁଦ୍ଧା ୫.୬ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା ତାପମାତ୍ରା ।  ରାଜଧାନୀ ଭୁବନେଶ୍ୱରରେ ପାରଦ ୧୧.୬ ଡିଗ୍ରୀ ଛୁଇଁଛି। କିଛି କିଛି ସ୍ଥାନରେ ଶୀତଲହରୀ ନେଇ ଚେତାବନୀ ଜାରି ହୋଇଛି। ଆଜି ଶୀତଲହରୀ ପାଇଁ ୧୧ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟକୁ ଶୁଷ୍କ ଥଣ୍ଡା ବାୟୁ ପ୍ରବେଶ କରୁଥିବାରୁ ବଢ଼ିବ ଜାଡ଼। ଆଗାମୀ ୨ ସପ୍ତାହ ଯାଏଁ ହାଡ଼ ଭଙ୍ଗା ଶୀତ ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଜାଡ଼ ସହ କଲବଲ କରୁଛି କାଳୁଆ ପବନ ଓ କୁହୁଡ଼ି । ୧୨ତାରିଖରୁ ପୁଣି ବଢିବ କୁହୁଡ଼ି । ୧୪ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ସହ କିଛି କିଛି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଛି।

Tags: odishaweatherreportwinter
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ବଡ ଖବର

ସୁଭଦ୍ରା' ହିତାଧିକାରୀଙ୍କ ପାଇଁ ବଡ ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.