Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଏହି ସପ୍ତାହ

Sanchar Live by Sanchar Live
November 10, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
4
VIEWS
FacebookTwitter

ମେଷ: ରବି, ସୋମବାରରେ ପରିଶ୍ରମର ଫଳ ପାଇବେ। ମଙ୍ଗଳ, ବୁଧବାରରେ ସମସ୍ୟା ସମାଧାନର ରାସ୍ତା ପାଇବେ। ବନ୍ଧୁବାନ୍ଧବଙ୍କ ସଂପୂର୍ଣ୍ଣ ସହଯୋଗ ପାଇବେ। ଗୁରୁ, ଶୁକ୍ର, ଶନିବାରରେ ବ୍ୟବସାୟରେ ସମସ୍ୟା ଦେଖାଦେବ। ହେବାକୁ ଯାଉଥିବା କାମ ବିଗିଡ଼ି ଯାଇପାରେ।

ବୃଷ: ରବି, ସୋମବାରରେ ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ। ମଙ୍ଗଳ, ବୁଧବାରରେ ଆର୍ଥିକ କ୍ଷେତ୍ରରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଗୁରୁ ଶୁକ୍ର, ଶନିବାରରେ ଗୁରୁଜନଙ୍କ ପରାମର୍ଶ କ୍ରମେ ନିଷ୍ପତ୍ତି ନିଅନ୍ତୁ। ମହିଳାମାନେ ଅବହେଳାର ଶିକାର ହେବେ।

ମିଥୁନ: ରବି, ସୋମବାରରେ କୋର୍ଟକଚେରି ମାମଲାରେ ପଡ଼ିଯାଇପାରନ୍ତି। ମଙ୍ଗଳ, ବୁଧବାରରେ ଆୟର ନୂତନ ସ୍ରୋତ ଉନ୍ମୋଚନ ହେବ। ଧନ ସମ୍ପତ୍ତି ବୃଦ୍ଧି ପାଇବ। ଗୁରୁ, ଶୁକ୍ର, ଶନିବାରରେ କଠିନ ପରିଶ୍ରମର ଫଳ ପାଇବେ।

କର୍କଟ: ରବି, ସୋମବାରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ମଙ୍ଗଳ, ବୁଧବାରରେ କୌଣସି ଖବର ପାଇ ଉତ୍ସାହିତ ରହିବେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ଗୁରୁ, ଶୁକ୍ର, ଶନିବାରରେ ଧର୍ମାଦି କାର୍ଯ୍ୟରେ ମନ ବଳାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ।

ସିଂହ: ରବି, ସୋମବାରରେ ନିଜ ଲକ୍ଷ୍ୟରେ ଧ୍ୟାନ କେନ୍ଦ୍ରିତ କରିବେ। ମଙ୍ଗଳ, ବୁଧବାରରେ ତରବରିଆ ଭାବରେ ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ। ବିଭିନ୍ନ କ୍ଷେତ୍ରରୁ ମିଶ୍ରିତ ଫଳ ପାଇବେ। ଗୁରୁ, ଶୁକ୍ର, ଶନିବାରରେ ବ୍ୟବସାୟିକ ସମସ୍ୟା ଦେଖାଦେଇପାରେ।

କନ୍ୟା: ରବି, ସୋମବାରରେ ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିଯାଇପାରନ୍ତି। ମଙ୍ଗଳ, ବୁଧବାରରେ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଅନ୍ୟ ଉପରେ ନିର୍ଭରଶୀଳ ହେବେ। ଗୁରୁ, ଶୁକ୍ର, ଶନିବାରରେ ନିଜ ବୁଦ୍ଧି ବଳରେ ସଫଳତା ପାଇବେ।

ତୁଳା: ରବି, ସୋମବାରରେ ପଦୋନ୍ନତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଦାୟିତ୍ବ ବୃଦ୍ଧି ହେବ। ମାନସମ୍ମାନର ଅଧିକାରୀ ହେବେ। ମଙ୍ଗଳ, ବୁଧବାରରେ ପରିବାର ସହ ତୀର୍ଥସ୍ଥାନ ଦର୍ଶନ କରିବାକୁ ଯାଇପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ ନୂତନ ସାହସ ସଂଚାର କରି ଆଗକୁ ବଢ଼ିବେ।

ବିଛା: ରବି, ସୋମବାରରେ ଅଯଥା ଚିନ୍ତା କରି ମାନସିକ ଅବସାଦରେ ରହିପାରନ୍ତି। ମଙ୍ଗଳ, ବୁଧବାରରେ ଧାର୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଗୁରୁ, ଶୁକ୍ର, ଶନିବାରରେ ନୂତନ ସମ୍ପର୍କରେ ବାଦ୍ଧି ହୋଇପାରନ୍ତି। ପରିବାରରେ ଅଶାନ୍ତି ଲାଗି ରହିବ।

ଧନୁ: ରବି, ସୋମବାରରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ । ମଙ୍ଗଳ, ବୁଧବାରରେ ଉତ୍ସାହିତ ହୋଇ ଅଯଥା ଖର୍ଚ୍ଚ କରିପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ ଭାଙ୍ଗିଯାଇଥିବା ସମ୍ପର୍କ ପୁନଶ୍ଚ ଯୋଡ଼ି ହୋଇଯିବ। ଭ୍ରମଣ ଯୋଗ ରହିଛି।

ମକର: ରବି, ସୋମବାରରେ ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିେବ। ମଙ୍ଗଳ, ବୁଧବାରରେ ଶୁଭ ସମାଚାର ପାଇପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ ଭୂ-ସଂପତ୍ତି କ୍ରୟ କରିପାରନ୍ତି। ପାରିବାରିକ ମିଳାମିଶା ଓ ସୁଖସମୃଦ୍ଧି ବୃଦ୍ଧି ପାଇବ।

କୁମ୍ଭ: ରବି, ସୋମବାରରେ ଭବିଷ୍ୟତ ପାଇଁ ନୂତନ ଯୋଜନା କରିବେ। ମଙ୍ଗଳ, ବୁଧବାରରେ ମନର ଶାନ୍ତି ପାଇଁ ଏକୁଟିଆ ରହିବାକୁ ପସନ୍ଦ କରିବେ। ଗୁରୁ ,ଶୁକ୍ର, ଶନିବାରରେ ଉଚ୍ଚ ବିଚାର ଏବଂ ସକାରାତ୍ମକ ଚିନ୍ତାଧାରା ଧରି ଆଗକୁ ବଢ଼ିବେ।

ମୀନ: ରବି, ସୋମବାରରେ ସାଙ୍ଗସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମଙ୍ଗଳ, ବୁଧବାରରେ ଛୋଟ ଛୋଟ କଥାକୁ ନେଇ ଚିନ୍ତାରେ ପଡ଼ିଯାଇ ପାରନ୍ତି। ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରେ। ଗୁରୁ ,ଶୁକ୍ର, ଶନିବାରରେ ଛାତ୍ରଛାତ୍ରୀମାନେ କ୍ୟାରିୟର ପାଇଁ ନୂତନ ସୁଯୋଗ ପାଇବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ଅଁଳା ନବମୀ, ରାଧାପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ଭିଡ଼

ଆଜି ପବିତ୍ର ଅଁଳା ନବମୀ, ରାଧାପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ଭିଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.