Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପଶ୍ଚିମବଙ୍ଗ ସରକାର ଓ ଶିକ୍ଷକଙ୍କୁ ଆଶ୍ବସ୍ତି

Sanchar Live by Sanchar Live
April 17, 2025
in ଭାରତ
0
ପଶ୍ଚିମବଙ୍ଗ ସରକାର ଓ ଶିକ୍ଷକଙ୍କୁ ଆଶ୍ବସ୍ତି
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ପଶ୍ଚିମବଙ୍ଗ ସରକାର ଓ ଶିକ୍ଷକଙ୍କୁ ଆଶ୍ବସ୍ତି। ଦୁର୍ନୀତିର ଛିଟା ଲାଗି ନଥିବା ନବମରୁ ଦ୍ବାଦଶ ଶ୍ରେଣୀର ସହକାରୀ ଶିକ୍ଷକମାନେ ପରବର୍ତ୍ତୀ ଚୟନ ପ୍ରକ୍ରିୟା ସରିବା ଯାଏ ଶିକ୍ଷକତା କରିପାରିବେ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଚଳିତ ମାସରେ ଅନିୟମିତତା ଅଭିଯୋଗ ଆଧାରରେ ସେହି ସହକାରୀ ଶିକ୍ଷକଙ୍କ ନିଯୁକ୍ତିକୁ ରଦ୍ଦ କରିଥିଲେ ସରକାର। ଆସନ୍ତା ମେ ୩୧ ସୁଦ୍ଧା ନୂଆ ଚୟନ ପ୍ରକ୍ରିୟା ସକାଶେ ବିଜ୍ଞପ୍ତି ଜାରି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା ଏସଂକ୍ରାନ୍ତ ପିଟିସନର ଶୁଣାଣି କରି ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଯଥାର୍ଥ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକଙ୍କ ନିଯୁକ୍ତି ରଦ୍ଦ ପ୍ରସଙ୍ଗରେ କଲିକତା ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ ସୁପ୍ରିମକୋର୍ଟ। ୨୦୧୬ରେ ପଶ୍ଚିମବଙ୍ଗ ସ୍କୁଲ ସେବା ଆୟୋଗ ପକ୍ଷରୁ ନିଯୁକ୍ତ ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକଙ୍କ ନିଯୁକ୍ତିକୁ ରଦ୍ଦ କରିଥିଲେ ହାଇକୋର୍ଟ। ଚାକିରି ଲାଗି ଟଙ୍କା ସ୍କାମ ନେଇ ଅଭିଯୋଗ ହେବା ପରେ ହାଇକୋର୍ଟ ବିରୋଧରେ ମାମଲା ଯାଇଥିଲା ସୁପ୍ରିମକୋର୍ଟ। ପ୍ରଧାନବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ସଞ୍ଜୟ କୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ଚୟନ ପ୍ରକ୍ରିୟାରେ ଅସାଧୁ ପ୍ରକ୍ରିୟା ସମ୍ପର୍କରେ ଅନୁଧ୍ୟାନ କରିବା ପରେ ନିଯୁକ୍ତି ରଦ୍ଦକୁ ଯଥାର୍ଥ ଦର୍ଶାଇଥିଲେ। ଟଙ୍କା ଦେଇ ଆଶାୟୀମାନେ ଚାକିରି ପାଇଥିବା ହୃଦବୋଧ କରିବା ପରେ କୋର୍ଟ ଏହି ନିଷ୍ପତ୍ତି ନେଇଥିଲେ।

Tags: suprime courtteacherwest bengal
ShareTweetShareSend
Sanchar Live

Sanchar Live

Next Post
ପୁଣି ଚୋରି ଖଣି ଉପରେ ଚଢାଉ

ପୁଣି ଚୋରି ଖଣି ଉପରେ ଚଢାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.