Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ନୂଆପଡ଼ା ବ୍ୟାଟେଲରେ କିଏ ମାରିବ ବାଜି ?

Sanchar Live by Sanchar Live
November 14, 2025
in ରାଜନୀତି
0
ନୂଆପଡ଼ା ବ୍ୟାଟେଲରେ କିଏ ମାରିବ ବାଜି ?
0
SHARES
24
VIEWS
FacebookTwitter

ଆଜି ଜଣାପଡ଼ିବ ନୂଆପଡ଼ା କାହାର । ନୂଆପଡ଼ା ବ୍ୟାଟେଲରେ କିଏ ମାରିବ ବାଜି ? କିଏ ହେବ ନୂଆପଡାର ନୂଆ ନେତା ? କାହାର ହେବ ନୂଆପଡ଼ା ଆସନ ? ଆରମ୍ଭ ହୋଇସାରିଛି କାଉଣ୍ଟ ଡାଉନ। ଖୋଲିସାରିଛି EVM । ଆରମ୍ଭ ହୋଇସାରିଛି ଗଣତି । ତେବେ ପ୍ରଥମେ ପୋଷ୍ଟଲ ବାଲାଟ ଗଣତି, ତା’ପରେ EVM କାଉଣ୍ଟିଂ । ୧୪ଟି ଟେବୁଲରେ ହେବ ୨୬ ରାଉଣ୍ଡ ଗଣତି । ଜୟ, ସ୍ନେହାଙ୍ଗିନୀ ନା ଘାସିରାମ । କାହାକୁ ବିଜୟ ମୁକୁଟ ପିନ୍ଧାଇବେ ନୂଆପଡ଼ାବାସୀ ?

ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ହେବ। ଆଜି ଫିଟିବ ବିଜେପି, ବିଜେଡି, କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ। ୩୫୮ଟି ଇଭିଏମ, ଭିଭିପାଟ ଓ ଅନ୍ୟ ମତଦାନ ସାମଗ୍ରୀ ନ୍ୟାସନାଲ କଲେଜ ଷ୍ଟ୍ରଙ୍ଗରୁମରେ ରହିଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟରେ ଇଭିଏମ୍ ରହିଛି। ନୂଆପଡ଼ା ଉପନିର୍ବାଚନରେ ୮୩.୪୫ ପ୍ରତିଶତ ମତଦାନ ହୋଇଛି। ୨ ଲକ୍ଷ ୫୪ ହଜାର ୪୯୭ ମତଦାତାଙ୍କ ମଧ୍ୟରୁ ୨ ଲକ୍ଷ ୧୨ ହଜାର ୩୮୫ ଜଣ ମତଦାନ କରିଛନ୍ତି। ସେଥିରୁ ପୁରୁଷ ୧ ଲକ୍ଷ ୩ହଜାର ୮୧୭ ଓ ମହିଳା ୧ଲକ୍ଷ ୮ହଜାର ୫୬୩।

ଖୋଲିବ EVM । କାହା ସପକ୍ଷରେ ଆସିଛି ଜନାଦେଶ । ଧଡ଼ ଧଡ଼ ହେଲାଣି ପ୍ରାର୍ଥୀ ଛାତି । ୩୫୮ ବୁଥ ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ମୋଟ ୨୬ ରାଉଣ୍ଡ ଗଣତି ହେବ । ସକାଳ ୮ଟାରେ ପ୍ରଥମେ ବାଲଟ ପେପର ଗଣତି ହେବ । ଏହା ପରେ ୮ଟା ୩୦ରେ EVM ଖୋଲାଯାଇ ଗଣତି ହେବ ।

ତାରିଖ -୧୪ । ପ୍ରାର୍ଥୀ – ୧୪ । ଟେବୁଲ୍ – ୧୪ । ଏହାରି ଭିତରେ ୧୪ ଅଙ୍କକୁ ନେଇ ଜୋର୍ ଧରିଛି ଚର୍ଚ୍ଚା । ୧୪ ତାରିଖରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବ କାଉଣ୍ଟିଂ ପାଇଁ ପ୍ରସ୍ତୁତ ହୋଇଥିବା ୧୪ ଟେବୁଲ । ୩୫୮ ବୁଥ ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ପ୍ରତି ଟେବୁଲ୍ ପାଇଁ ଜଣେ ଲେଖାଏଁ କାଉଣ୍ଟି ସୁପର ଭାଇଜର ଦାୟିତ୍ବରେ ରହିବେ । ତାଙ୍କୁ ସହଯୋଗ କରିବେ କାଉଣ୍ଟି ଆସିଷ୍ଟାଣ୍ଟ । ଜଣେ ମାଇକ୍ରୋ ଅବଜରଭର କାଉଣ୍ଟିଂ ଟେବୁଲରେ ରହିବେ । ଏହା ସହ ଭୋଟ ଗଣତି ପ୍ରକ୍ରିୟାକୁ ତଦାରଖ କରିବେ ରିଟର୍ଣ୍ଣିଂ ଅଫିସର । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ରହିବ ଭୋଟ୍ ଗଣତି କେନ୍ଦ୍ର ।

ଏଥର ନୂଆପଡା ଭୋଟିଂରେ ରେକର୍ଡ କରିଥିବା ବେଳେ ଫଳାଫଳକୁ ନେଇ ସାଧାରଣରେ ବଢ଼ିଛି ଉତ୍କଣ୍ଠା । ନୂଆପଡ଼ା ଫଳାଫଳ ସରକାର ଉପରେ ସିଧା ସଳଖ କୌଣସି ପ୍ରଭାବ ପକାଉନଥିଲେ ମଧ୍ୟ ପ୍ରମୁଖ ୩ ରାଜନୈତିକ ଦଳ ଭିତରୁ କିଏ ଏକ-ଦୁଇ ଓ ତିନି ନମ୍ବରରେ ରହିବେ ତା’ ଉପରେ ରହିଛି ନଜର । କାରଣ ଏହି ପୋଜିସନ ହିଁ ତିନି ପ୍ରମୁଖ ରାଜନୈତିକ ଦଳର ଦଶା ଓ ଦିଶାକୁ ପ୍ରମାଣିତ କରିବ ।

Tags: nuapadanuapada election
ShareTweetShareSend
Sanchar Live

Sanchar Live

Next Post
ବିହାର ନିର୍ବାଚନ : ଆଗରେ ରହିଛି NDA

ବିହାର ନିର୍ବାଚନ : ଆଗରେ ରହିଛି NDA

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.