Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଜାଣନ୍ତୁ ଟେଷ୍ଟ କ୍ରିକେଟକୁ କାହିଁକି ଅଲବିଦା କହିଲେ ରୋହିତ

Sanchar Live by Sanchar Live
May 7, 2025
in କ୍ରୀଡ଼ା
0
ଜାଣନ୍ତୁ ଟେଷ୍ଟ କ୍ରିକେଟକୁ କାହିଁକି ଅଲବିଦା କହିଲେ ରୋହିତ
0
SHARES
59
VIEWS
FacebookTwitter

ସଂଚାର ବ୍ୟୁରୋ: ଟେଷ୍ଟରୁ ସନ୍ୟାସ ନେଲେ ହିଟ୍ ମ୍ୟାନ ।  ଇଂଲଣ୍ଡ ଗସ୍ତ ପୂର୍ବରୁ ଟେଷ୍ଟରୁ ଅବସର ନେଇ ଘୋଷଣା କଲେ ରୋହିତ ଶର୍ମା ।  ଏହା ପୂର୍ବରୁ ରୋହିତ ଶର୍ମା ଟି ଟ୍ବେଣ୍ଟିରୁ ଅବସର ଘୋଷଣା କରିଥିଲେ ।  ତେବେ ଦିନିକିଆରେ ନିଜ ଖେଳ ଜାରି ରଖିବେ ।  ଟେଷ୍ଟରୁ ନିଜ ଅବସର ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି ରୋହିତ ଶର୍ମା ।

ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ରୋହିତଙ୍କୁ ଅଧିନାୟକ ପଦରୁ ହଟାଇବା ନେଇ ଚର୍ଚ୍ଚା ଚାଲିଥିଲା ।  ଏହା ପୂର୍ବରୁ ସେ ଅବସର ଘୋଷଣା କରିଛନ୍ତି ।  ଭଲପାଇବ ଏବଂ ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୨୦୧୩ରେ ଟେଷ୍ଟରେ ଡେବ୍ୟୁ କରିଥିଲେ ରୋହିତ ଶର୍ମା । ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ବିପକ୍ଷରେ ଶେଷ ଟେଷ୍ଟ ଖେଳିଥିଲେ ।

୬୭ଟି ଟେଷ୍ଟ ମ୍ୟାଚ ଖେଳି ୪ହଜାର ୩୦୧ ରନ କରିଛନ୍ତି ।  ଏଥିରେ ୧୨ଟି ଶତକ, ୧୮ ଅର୍ଦ୍ଧଶତକ କରିଛନ୍ତି ରୋହିତ ଶର୍ମା ।  ଏବେ ରୋହିତ ଶର୍ମାଙ୍କ ଟେଷ୍ଟରୁ ଅବସର ଘୋଷଣା କରିବା ପରେ ତାଙ୍କ ସ୍ଥାନରେ ଯଶସ୍ବୀ ଜୟସ୍ବାଲ ଏବଂ କେ.ଏଲ ରାହୁଲ ଓପନିଂ କରିପାରନ୍ତି ।

Tags: rohit sharmatest cricket
ShareTweetShareSend
Sanchar Live

Sanchar Live

Next Post
କୋଲକାତାକୁ ପ୍ଲେଅଫରୁ ବାଦ୍ ପକାଇଲା ସିଏସକେ !

କୋଲକାତାକୁ ପ୍ଲେଅଫରୁ ବାଦ୍ ପକାଇଲା ସିଏସକେ !

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.