Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜିରୋ ନାଇଟରୁ ରାଜ୍ୟରେ ବଢିବ ଜାଡ

Sanchar Live by Sanchar Live
December 29, 2024
in ଓଡିଶା
0
ଜିରୋ ନାଇଟରୁ ରାଜ୍ୟରେ ବଢିବ ଜାଡ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଜିରୋ ନାଇଟରୁ ରାଜ୍ୟରେ ବଢିବ ଜାଡ। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟ ପଶ୍ଚିମ ଦିଗକୁ ଗତି କରୁଥିବାରୁ ଆସନ୍ତା କାଲିଠାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ । ପ୍ରଭାବରେ ରାତିର ତାପମାତ୍ରା  କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜାଡ ନୂଆ ବର୍ଷର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ । କିନ୍ତୁ ପଶ୍ଚିମାଝଡ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁବା ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ଝାରସୁଗୁଡାରେ ହାଲୁବା ବର୍ଷା ନେଇ ଆକଳନ କରାଯାଇଛି । କାଲିଠାରୁ ରାଜ୍ୟରେ ଶୁଖିଲା ପାଗ ରହିବ । ଶୀତ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ ଏବଂ ଝାରସୁଗୁଡାରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଏହି ୪ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ଏହାସହ ବରଗଡ, ବଲାଙ୍ଗିର, ନୂଆପଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସମ୍ବଲପୁରରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ । ୪ ଦିନ ପର୍ଯ୍ୟନ୍ତ ଏଭଳି ତାପମାତ୍ରା ହ୍ରାସ ପାଇବ । ୩୧ ତାରିଖ ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା କମିବ।

Tags: weather reportwinter
ShareTweetShareSend
Sanchar Live

Sanchar Live

Next Post
ଓସିଏ ସଭାପତି ପଦବୀ ଛାଡ଼ିଲେ ପ୍ରବଣ ପ୍ରକାଶ ଦାସ

ଓସିଏ ସଭାପତି ପଦବୀ ଛାଡ଼ିଲେ ପ୍ରବଣ ପ୍ରକାଶ ଦାସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.